ଅଧ୍ୟାୟ 3

"ହେ ସଦାପ୍ରଭୁ, ମାରେ ବହୁତ ଶତ୍ରୁ ଅଛନ୍ତି। ବହୁତ ଲୋକ ମାେ ବିରୁଦ୍ଧରେ ଲାଗିଛନ୍ତି।
2 ବହୁତ ଲୋକ ମାେ ବିରୁଦ୍ଧରେ କଥା ହେଉଛନ୍ତି। ସହେି ଲୋକମାନେ କହୁଛନ୍ତି, "ପରମେଶ୍ବର ତାକୁ ରକ୍ଷା କରିପାରିବେ ନାହିଁ।"
3 କିନ୍ତୁ ହେ ସଦାପ୍ରଭୁ, ଏହା କବଳେ ତୁମ୍ଭେ ୟିଏକି ମାରେ ଢ଼ାଲ ସ୍ବରୂପ। ତୁମ୍ଭେ ମାରେ ମହିମା। ତୁମ୍ଭେ ହିଁ ମାେତେ ପ୍ରାଧାନ୍ଯ ଦଇେଛ।
4 ସଦାପ୍ରଭୁଙ୍କୁ ପ୍ରାର୍ଥନା କରିବି ଏବଂ ସେ ତାଙ୍କର ପବିତ୍ର ପର୍ବତରୁ ମାେତେ ଉତ୍ତର ଦବେେ।
5 ମୁଁ ଶାଇେଲି ଓ ବିଶ୍ରାମ ନଲେି ଏବଂ ମୁଁ ଜାଣେ ମୁଁ ପୁଣି ଜାଗ୍ରତ ହବେି କାହିଁକି ? କାରଣ ସଦାପ୍ରଭୁ ମାେତେ ସର୍ବଦା ରକ୍ଷା କରନ୍ତି।
6 ହଜାର ହଜାର ସୈନ୍ଯମାନେ ମାେ ଚାରିକଡ଼ରେ ଘରେି ରହିଲେ ସୁଦ୍ଧା ମୁଁ ସହେି ଶତ୍ରୁମାନଙ୍କୁ କବେେ ଭୟ କରିବି ନାହିଁ।
7 ହେ ସଦାପ୍ରଭୁ, ତୁମ୍ଭେ ଉଠ! ହେ ପରମେଶ୍ବର ତୁମ୍ଭେ ଆସ ଓ ମାେତେ ରକ୍ଷା କର। ତୁମ୍ଭେ ଅତି ବଳଶାଳୀ ଅଟ। ୟଦି ତୁମ୍ଭେ ମାରେ ଶତ୍ରୁମାନଙ୍କ ଗାଲରେ ମାରିଥାନ୍ତ, ତୁମ୍ଭେ ସହେି ଦୁଷ୍ଟ ଲୋକମାନଙ୍କର ସବୁ ଦାନ୍ତଗୁଡ଼ିକୁ ସହଜରେ ଭାଙ୍ଗି ଦଇେଥାନ୍ତ।
8 ହେ ସଦାପ୍ରଭୁ ଶଷେରେ ତୁମ୍ଭର ହିଁ ବିଜଯ ହବେ। ଦୟାକରି ତୁମ୍ଭର ଲୋକମାନଙ୍କ ଉପରେ ଆଶୀର୍ବାଦ କର।