ଆମର ଯୁକ୍ତି


  • ହଁ, ପରମେଶ୍ବର ଏ ପୃଥିବୀକୁ ଏତେ ପ୍ ରମେ କଲେ ଯେ ସେ ତାହାଙ୍କ ଏକମାତ୍ର ପୁତ୍ରଙ୍କୁ ଦାନ କଲେ। ପରମେଶ୍ବର ତାହାଙ୍କ ପୁତ୍ରଙ୍କୁ ଦାନ କଲେ ଯେପରି ତାହାଙ୍କ ପୁତ୍ରଙ୍କୁ ବିଶ୍ବାସ କରୁଥିବା ପ୍ରେତ୍ୟକକ ବ୍ଯକ୍ତି, ବିନାଶ ହବେେ ନାହିଁ, କିନ୍ତୁ ଅନନ୍ତ ଜୀବନ ପାଇବେ। - 
    ଯୋହନଲିଖିତ ସୁସମାଚାର 3:16
  • ସମସ୍ତେ ପାପ କରିଛନ୍ତି ଓ ପରମେଶ୍ବରଙ୍କ ମହିମା ପାଇବା ରେ ଉଣା ପଡ଼ିଛନ୍ତି।  
    ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 3:23
  • ପାପର ସ୍ବାଭାବିକ ପରିଣତି ମୃତ୍ଯୁ। କିନ୍ତୁ ପରମେଶ୍ବରଙ୍କ ଅନୁଗ୍ରହଦାନ ଆମ୍ଭର ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗୀତା ରେ ତାହାଙ୍କ ଲୋକମାନଙ୍କୁ ଅନନ୍ତ ଜୀବନ ଦିଅନ୍ତି। - 
    ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 6:23
  • ଯୀଶୁ ଉତ୍ତର ଦେଲେ, "ମୁଁ ପଥ। ମୁଁ ସତ୍ଯ ଓ ଜୀବନ। ପରମପିତାଙ୍କ ପାଖକୁ ୟିବା ପାଇଁ ମୁଁ ହେଉଛି ଏକମାତ୍ର ପଥ। - 
    ଯୋହନଲିଖିତ ସୁସମାଚାର 14:6
  • ଯେଉଁ ଅଳ୍ପ କେତକେ ଲୋକ ତାହାଙ୍କୁ ଗ୍ରହଣ କଲେ ସମାନେେ ତାହାଙ୍କ ଉପରେ ବିଶ୍ବାସ କଲେ। ଯେଉଁ ଲୋକମାନେ ତାହାଙ୍କୁ ବିଶ୍ବାସ କଲେ, ସେ ସମାନଙ୍କେୁ ପରମେଶ୍ବରଙ୍କ ସନ୍ତାନ ହବୋର ଅଧିକାର ପ୍ରଦାନ କଲେ, - 
    ଯୋହନଲିଖିତ ସୁସମାଚାର 1:12
  • ଯୀଶୁ ଉତ୍ତର ଦେଲେ, "ମୁଁ ପଥ। ମୁଁ ସତ୍ଯ ଓ ଜୀବନ। ପରମପିତାଙ୍କ ପାଖକୁ ୟିବା ପାଇଁ ମୁଁ ହେଉଛି ଏକମାତ୍ର ପଥ।
    ଯୋହନଲିଖିତ ସୁସମାଚାର 3:3
  • ବ୍ଯବସ୍ଥା କୁ ହେ ଯେ, ପ୍ରେତ୍ୟକକ ବସ୍ତୁ ରକ୍ତ ଦ୍ବାରା ଶୁଦ୍ଧ ହାଇେ ପାରିବ। ଓ ବିନା ରକ୍ତ ରେ ପାପଗୁଡ଼ିକୁ କ୍ଷମା କରା ଯାଇ ପାରିବ ନାହିଁ। - 
    ଏବ୍ରୀମାନଙ୍କ ନିକଟକୁ ପତ୍ର 9:22
  • ତା'ପରେ ଯୀଶୁ କହିଲେ, "ମୁଁ ତୁମ୍ଭକୁ ସତ୍ଯ କହୁଛି। ତୁମ୍ଭେ ନିଜକୁ ପରିବର୍ତ୍ତନ କର। ହୃଦୟ ଭିତ ରେ ଗୋଟିଏ େଛାଟ ପିଲାଭଳି ହାଇଯୋଅ। ଏକଥା ନକଲେ ତୁମ୍ଭେ ସ୍ବର୍ଗରାଜ୍ଯ ରେ କଦାପି ପ୍ରବେଶ କରିପାରିବ ନାହିଁ। - 
    ମାଥିଉଲିଖିତ ସୁସମାଚାର 18:3
  • ଦେଖ, ମୁଁ ଏଠା ରେ ଅଛି ଓ ଦ୍ବାର ପାଖ ରେ ଠିଆ ହାଇେ ଆଘାତ କରୁଛି। ଯଦି ଜଣେ ଲୋକ ମାେ ସ୍ବର ଶୁଣେ ଓ ଦ୍ବାର ଫିଟାଏ, ତବେେ ମୁଁ ଭିତରକୁ ଆସି ସହେି ଲୋକ ସହିତ ଖାଇବି। ସେ ଲୋକ ମଧ୍ଯ ମାେ ସହିତ ଖାଦ୍ୟ ଖାଇବ।
     ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 3:20
  • ଯଦି ଆମ୍ଭେ ନିଜ ନିଜର ପାପ ସ୍ବୀକାର କରୁ ତବେେ ପରମେଶ୍ବର ଆମ୍ଭକୁ ପାପରୁ କ୍ଷମା କରିବେ। କାରଣ ସେ ବିଶ୍ବସ୍ତ ଓ ନ୍ଯାୟବାନ ଅଟନ୍ତି। ସେ ଆମ୍ଭକୁ ସମସ୍ତ ଅଧର୍ମରୁ ପରିଷ୍କାର କରିବେ। - 
    1 ଯୋହନଲିଖିତ ସୁସମାଚାର 1:9
  • ଯଦି ତୁମ୍ଭେ ନିଜ ମୁହଁ ରେ କୁହ, "ଯୀଶୁ ପ୍ରଭୁ ଅଟନ୍ତି," ଓ ତୁମ୍ଭର ମନ ବିଶ୍ବାସ କରେ ଯେ, ପରମେଶ୍ବର ଯୀଶୁଙ୍କୁ ମୃତ୍ଯୁର ଉଠାଇ ଆଣି ଥିଲେ; ତବେେ ତୁମ୍ଭେ ଉଦ୍ଧାର ପାଇୟିବ। ହୃଦୟ ରେ ବିଶ୍ବାସ ଦ୍ବାରା ଆମ୍ଭେ ପରମେଶ୍ବରଙ୍କ ପ୍ରତି ଧାର୍ମିକ ହୋଉ ମୁଖ ଦ୍ବାରା କହି ବିଶ୍ବାସକୁ ପ୍ରକାଶ କଲେ ଆମ୍ଭେ ଉଦ୍ଧାର ପାଉ। ଶାସ୍ତ୍ର କୁ ହେ: "ପ୍ରଭୁଙ୍କୁ ବିଶ୍ବାସ କରୁଥିବା ପ୍ରେତ୍ୟକକ ଲୋକ ପରିତ୍ରାଣ ପାଇବ।" - 
    ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 10:9, 10, 13
  • ତୁମ୍ଭେ ସହେି ଅନୁଗ୍ରହ ତୁମ୍ଭର ବିଶ୍ବାସ ବଳ ରେ ପାଇଛ। ତୁମ୍ଭେ ନିଜକୁ ଉଦ୍ଧାର କରି ନାହଁ, ବରଂ ଏହା ତୁମ୍ଭ ପ୍ରତି ପରମେଶ୍ବରଙ୍କ ଦାନ। ତୁମ୍ଭେ ନିଜ କର୍ମ ଦ୍ବାରା ଉଦ୍ଧାର ପାଇ ନାହଁ। ଯେପରି କୌଣସି ଲୋକ ଆପେ ଉଦ୍ଧାର ପାଇଅଛି ବୋଲି ଗର୍ବ ନ କରୁ।
    ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 2:8, 9
  • ପରମେଶ୍ବରଙ୍କ ସହିତ ସୁସଂପର୍କ ରଖିବା ପାଇଁ ଆମ୍ଭେ କରିଥିବା ଉତ୍ତମ କାର୍ୟ୍ଯଗୁଡ଼ିକ ହତେୁ ଆମ୍ଭେ ରକ୍ଷା ପାଇ ନ ଥିଲୁ। ସେ ଆମ୍ଭକୁ ଧୋଇ କରି ନୂଆ ମଣିଷ କରିଅଛନ୍ତି। ଏହି ଉଦ୍ଧାର ଓ ନୂତନତା ପବିତ୍ର ଆତ୍ମାଙ୍କ ମାଧ୍ଯମ ରେ ଆସିଥିଲା। - 
    ତୀତସଙ୍କ ନିକଟକୁ ପ୍ରେରିତ 3:5
  • ସମାନେେ ତାହାଙ୍କୁ କହିଲେ, "ପ୍ରଭୁ ଯୀଶୁଙ୍କଠା ରେ ବିଶ୍ବାସ କର। ଏହି ଭାବରେ ତୁମ୍ଭେ ଓ ତୁମ୍ଭ ଘ ରେ ରହୁଥିବା ସମସ୍ତେ ଉଦ୍ଧାର ପାଇପାରିବେ।" - 
    ରେରିତମାନଙ୍କ କାର୍ଯ୍ୟର ବିବରଣ 16:31
  • ପୁତ୍ରଙ୍କୁ ବିଶ୍ବାସ କରୁଥିବା ଲୋକ ଅନନ୍ତ ଜୀବନ ପାଆନ୍ତି। କିନ୍ତୁ ପୁତ୍ରଙ୍କୁ ଅବଜ୍ଞା କରୁଥିବା ଲୋକ କଦାପି ଅନନ୍ତ ଜୀବନ ଲାଭ କରିବ ନାହିଁ। ସହେି ଲୋକମାନଙ୍କ ଉପରେ ପରମେଶ୍ବରଙ୍କର କୋରଧ ରହିବ।" - 
    ଯୋହନଲିଖିତ ସୁସମାଚାର 3:36
  • ମୁଁ ନିଜ ମଷେମାନଙ୍କୁ ଅନନ୍ତ ଜୀବନ ଦିଏ। ସମାନେେ କଦାପି ମରିବେ ନାହିଁ। ସମାନଙ୍କେୁ ମାେ ହାତରୁ କହେି ଛଡଇେ ନଇେ ପାରିବେ ନାହିଁ। - 
    ଯୋହନଲିଖିତ ସୁସମାଚାର 10:28
  • ଯଦି କୌଣସି ଲୋକ ଖ୍ରୀଷ୍ଟଙ୍କ ଠା ରେ ଅଛି, ସେ ନୂତନ ଭାବରେ ସୃଷ୍ଟି ହାଇେ ଅଛି। ପୁରୁଣା ବିଷୟ ସମସ୍ତ ଚାଲି ଯାଇଅଛି, ଓ ପ୍ରେତ୍ୟକକ ବିଷୟ ନୂଆ ହାଇେ ଯାଇଛି। - 
    କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 5:17