ଭୟରୁ ମୁକ୍ତି


  • ସଦାପ୍ରଭୁ ମାେତେ ନିଶ୍ଚଯ ବିପଦରୁ ରକ୍ଷା କରିବେ। ସେ ମାେତେ ତାଙ୍କ ମନ୍ଦିରରେ ଲୁଚାଇ ରଖିବେ। ସେ ମାେତେ ନଇେ ତାଙ୍କ ନିରାପଦ ସ୍ଥାନରେ ରଖିବେ।
    ଗୀତସଂହିତା 27:1, 5
  • ମୁଁ ପରମେଶ୍ବରଙ୍କୁ ପ୍ରାର୍ଥନା କଲି। ସେ ମାେତେ ସମସ୍ତ ଭୟରୁ ମୁକ୍ତି ପ୍ରଦାନ କଲେ।
    ଗୀତସଂହିତା 34:4
  • ମାତ୍ର ଯେଉଁ ଲୋକ ମାରେ ବାକ୍ଯ ମାନି ଚଳେ। ସେ ନିରାପଦ ରେ ବାସ କରିବ, ତା'ର ଅମଙ୍ଗଳ ହବେ ନାହିଁ।"
    ହିତୋପଦେଶ 1:33
  • ଭୀତଗ୍ରସ୍ତ ଲୋକମାନଙ୍କୁ ଅଭୟ ଦଇେ କୁହ, "ସାହସୀ ହୁଅ, ଭୟ କର ନାହିଁ।" ଦେଖ, ତୁମ୍ଭର ପରମେଶ୍ବର ବିପକ୍ଷମାନଙ୍କ ଉପ ରେ ପ୍ରତି ଶାଧେ ନବୋକୁ ଆସିବେ। ସଦାପ୍ରଭୁ ପ୍ରତିଫଳ ସହିତ ଆସି ତୁମ୍ଭମାନଙ୍କୁ ପରିତ୍ରାଣ କରିବେ।
    ଯିଶାଇୟ 35:4
  • ତୁମ୍ଭେ ଭୟ କର ନାହିଁ, କାରଣ ଆମ୍ଭେ ତୁମ୍ଭ ସଙ୍ଗ ରେ ଅଛୁ। ନିରାଶ ହୁଅ ନାହିଁ କାରଣ ଆମ୍ଭେ ତୁମ୍ଭର ପରମେଶ୍ବର। ଆମ୍ଭେ ତୁମ୍ଭକୁ ସବଳ କରିବା, ଆମ୍ଭେ ତୁମ୍ଭକୁ ସାହାୟ୍ଯ କରିବା। ପୁଣି ଆମ୍ଭେ ଆପଣା ଧର୍ମସ୍ବରୂପ ଦକ୍ଷିଣ ହସ୍ତ ରେ ତୁମ୍ଭକୁ ଧରି ରଖିବା।
    ଯିଶାଇୟ 41:10
  • ଯେଉଁ ଆତ୍ମାଙ୍କୁ ଆମ୍ଭେ ପାଇଛୁ, ସେ ଆତ୍ମା ଆମ୍ଭକୁ ଆଉ ଦାସ ହବୋକୁ ଦବେେ ନାହିଁ କି ଆମ୍ଭ ପାଇଁ ଭୟର କାରଣ ହବେେ ନାହିଁ। ଆମ୍ଭ ଭିତ ରେ ଯେଉଁ ଆତ୍ମା ଅଛନ୍ତି ସେ ଆମ୍ଭକୁ ପରମେଶ୍ବରଙ୍କର ସନ୍ତାନ କରି ଦିଅନ୍ତି। ଓ ସହେି ଆତ୍ମାଙ୍କ ସହିତ ଆମ୍ଭେ କହୁ, 'ପିତା, ପ୍ରିୟ ପିତା।'
    ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 8:15
  • ପରମେଶ୍ବର ଆମ୍ଭକୁ ଭୟର ଆତ୍ମା ଦଇେ ନାହାଁନ୍ତି। ସେ ଆମ୍ଭକୁ ଶକ୍ତି, ପ୍ ରମେ ଓ ଆତ୍ମସଂୟମର ଆତ୍ମା ପ୍ରଦାନ କରିଛନ୍ତି।
    1ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 1:7
  • ପରମେଶ୍ବର ଆମ୍ଭମାନଙ୍କର ଆଶ୍ରଯ ଓ ବଳ। ଆମ୍ଭେ ବିପଦ ସମଯରେ ତାଙ୍କର ସାହାୟ୍ଯ ପାଇପାରୁ। ତଣେୁ ଯେତବେେଳେ ଭୂମି କମ୍ପତ ହୁଏ ଏବଂ ପର୍ବତ ସମୁଦ୍ରରେ ପଡ଼େ ଆମ୍ଭେ ଭୟଭୀତ ହବୋ ନାହିଁ। ଯେତବେେଳେ ସମୁଦ୍ର ଅଶାନ୍ତ ଓ ଅଧିକାର ହାଇୟୋଏ ଏବଂ ପର୍ବତଗୁଡ଼ିକ ଥରିଉେଠ, ତଥାପି ଆମ୍ଭେ ଭୟଭୀତ ହବୋ ନାହିଁ।
    ଗୀତସଂହିତା 46:1-3
  • ମୁଁ ଭୀତ ହବୋ ସମଯରେ ତୁମ୍ଭ ଉପରେ ନିର୍ଭର କରେ। ପରମେଶ୍ବରଙ୍କ ଉପରେ ମୁଁ ନିର୍ଭର କରେ। ତାଙ୍କର ପ୍ରତିଜ୍ଞା ପାଇଁ ମୁଁ ତାଙ୍କୁ ପ୍ରଶଂସା କରେ। ମୁଁ ପରମେଶ୍ବରଙ୍କ ଉପରେ ନିର୍ଭର କରେ, ତଣେୁ ମୁଁ ଭୟ କରିବି ନାହିଁ। ଲୋକମାନେ ମାେତେ କ'ଣ କରିପାରିବେ ?
    ଗୀତସଂହିତା 56:3, 4
  • ତୁମ୍ଭେ ରାତ୍ରିରେ ଭୟଭୀତ ହବୋର ଦରକାର ନାହିଁ। କିଅବା ଦିନରେ ଶତ୍ରୁମାନଙ୍କର ବାଣ ପ୍ରତି ଭୟଭୀତ ହବେ ନାହିଁ। ଅନ୍ଧକାରଗାମୀ ମହାମାରୀ, କିଅବା ମଧ୍ଯାହ୍ନରେ ସହାରକାରୀ ରୋଗ ବିଷଯରେ ଭୀତ ହବେ ନାହିଁ।
    ଗୀତସଂହିତା 91:5, 6
  • ଶଯନ ସମୟରେ ତୁମ୍ଭର ଭୟ ହବେ ନାହିଁ। ତୁମ୍ଭେ ଶଯନ କରିବ ଓ ତୁମ୍ଭର ନିଦ୍ରା ସୁଖଜନକ ହବେ।
    ହିତୋପଦେଶ 3:24
  • ତୁମ୍ଭେ କାହାକୁ ଭୟ କରିବା ଉଚିତ୍ ନୁହେଁ, କାରଣ ସର୍ବଦା ତୁମ୍ଭ ପାଖେ ଆମ୍ଭେ ଅଛୁ ଓ ଆମ୍ଭେ ତୁମ୍ଭକୁ ରକ୍ଷା କରିବା।" ଏହା ସଦାପ୍ରଭୁ କହନ୍ତି।
    ଯିରିମିୟ 1:8
  • ପ୍ ରମେ ରେ ଭୟ ନ ଥାଏ। ବରଂ ପରମେଶ୍ବର ଦତ୍ତ ସିଦ୍ଧ ପ୍ ରମେ ଭୟକୁ ଦୂର କରିଦିଏ। ଭୟ ସହିତ ଦଣ୍ଡର ସମ୍ପର୍କ ଥାଏ। ତେଣୁ ଯାହାର ଭୟ ଅଛି, ଈଶ୍ବରଙ୍କ ପ୍ ରମେ ତାହାଠା ରେ ସିଦ୍ଧ ହାଇେ ନାହିଁ।
    1 ଯୋହନଲିଖିତ ସୁସମାଚାର 4:18
  • ନିଜ ଜୀବନକୁ ଧନର ଲୋଭରୁ ମୁକ୍ତ ରଖ। ତୁମ୍ଭମାନଙ୍କ ପାଖ ରେ ଯାହା ଅଛି, ସେଥି ରେ ସନ୍ତାଷେ ଲାଭ କର। ପରମେଶ୍ବର କହିଛନ୍ତି: ଅତଏବ ଆମ୍ଭେ ନିଃସନ୍ଦହେ ଭାବରେ କହିପାରିବା:
    ଏବ୍ରୀମାନଙ୍କ ନିକଟକୁ ପତ୍ର 13:5, 6
  • "ମୁଁ ତୁମ୍ଭକୁ ଶାନ୍ତି ଦଇେ ଯାଉଛି। ଏହି ଶାନ୍ତି ମାେ ନିଜର, ଯାହା ମୁଁ ତୁମ୍ଭକୁ ଦେଉଛି। ଜଗତ ଯେପରି ଶାନ୍ତି ଦିଏ, ତା'ଠାରୁ ଭିନ୍ନ ଶାନ୍ତି ମୁଁ ତୁମ୍ଭକୁ ଦେଉଛି। ତେଣୁ ମନ ରେ ଦୁଃଖ କର ନାହିଁ। ଭୟ ମଧ୍ଯ କର ନାହିଁ।
    ଯୋହନଲିଖିତ ସୁସମାଚାର 14:27
  • ସହେି ସନ୍ତାନମାନେ ରକ୍ତମାଂସ ବିଶିଷ୍ଟ ଶରୀର ଧାରଣ କରିଛନ୍ତି। ଅତଏବ ଯୀଶୁ ସମାନଙ୍କେ ଭଳି ରକ୍ତ ମାଂସର ଶରୀର ଧାରଣ କଲେ। ସପରେି କରିବା ଦ୍ବାରା, ଯୀଶୁ ମୃତ୍ଯୁ ଶକ୍ତିର ନିଦାନ ଶୟତାନକୁ ବିନଷ୍ଟ କଲେ। ମୃତ୍ଯୁ ଭୟ ରେ ସାରା ଜୀବନ ବନ୍ଧନ ଗ୍ରସ୍ତ ଲୋକଙ୍କୁ ଉଦ୍ଧାର କରିବା ପାଇଁ ଯୀଶୁ ମାନବରୂପ ଧାରଣ କରି ମୃତ୍ଯୁ ବରଣ କଲେ।
    ଏବ୍ରୀମାନଙ୍କ ନିକଟକୁ ପତ୍ର 2:14, 15