ଦାନ କରିବା


  • ତୁମ୍ଭେ ରୋଗୀକୁ ସୁସ୍ଥ କର। ମୃତକୁ ପୁର୍ନଜୀବିତ କର, କୁଷ୍ଠ ରୋଗ ସୁସ୍ଥ କର, ଭୂତମାନଙ୍କୁ ତଡିଦିଅ। ତୁମ୍ଭେ ବିନା ମୂଲ୍ଯ ରେ ଆଶୀର୍ବାଦ ଓ ଶକ୍ତି ପାଇଛ। ତେଣୁ ଅନ୍ୟକୁ ତାହା ବିନା ମୂଲ୍ଯ ରେ ଦାନ କର।
    ମାଥିଉଲିଖିତ ସୁସମାଚାର 10:8
  • ଯେତବେେଳେ ତୁମ୍ଭେ ପାରିବ, ସେତବେେଳେ ତୁମ୍ଭେ ଅନ୍ୟମାନଙ୍କର ଉପକାର କର।
    ହିତୋପଦେଶ 3:27
  • ଅନ୍ୟକୁ ଦିଅ, ତବେେ ତୁମ୍ଭନମୋନେ ପାଇବ। ତୁମ୍ଭମାନଙ୍କୁ ବହୁତ ଦିଆୟିବ। ତୁମ୍ଭମାନେେ ଯେତିକି ଧରି ପାରିବ, ତା'ଠାରୁ ଅଧିକ ତୁମ୍ଭମାନଙ୍କ ହାତ ରେ ଢାଳି ଦିଆୟିବ। ତୁମ୍ଭମାନଙ୍କୁ ଏତେ ଅଧିକ ଦିଆୟିବ ଯେ ସେଥିରୁ ବହୁତ ତୁମ୍ଭମାନଙ୍କ ଅଣ୍ଟିରୁ ଉଛୁଳି ପଡିବ। ତୁମ୍ଭମାନେେ ଯେଉଁଭଳି ଭାବରେ ଅନ୍ୟକୁ ଦବେ, ପରମେଶ୍ବର ବି ତୁମ୍ଭମାନଙ୍କୁ ସହେିଭଳି ଭାବରେ ଦବେେ।"
    ଲୂକଲିଖିତ ସୁସମାଚାର 6:38
  • ଖ୍ରୀଷ୍ଟଙ୍କଠା ରେ ବିଶ୍ବାସ କରୁଥିବା ଜଣେ ଭାଇ ଓ ଭଉଣୀ, ପିନ୍ଧିବାକୁ ଲୁଗା ବା ଖାଇବାକୁ ଖାଦ୍ୟ ଆବଶ୍ଯକ କରିପା ରେ। ଏବଂ ତୁମ୍ଭେ ତାହାକୁ କହୁଛ, "ପରମେଶ୍ବର ତୁମ୍ଭ ସହିତ ଥାଆନ୍ତୁ ! ତୁମ୍ଭେ ଉଷ୍ମ ରୁହ ଓ ଖାଇବାକୁ ପ୍ରଚୁର ପାଅ।" ତୁମ୍ଭେ ଏଗୁଡ଼ିକ ବିଷୟ ରେ ଖାଲି କହୁଛ, କିନ୍ତୁ ତାହାର ଆବଶ୍ଯକ ଥିବା ଜିନିଷ ତାହାକୁ ଦେଉ ନାହଁ। ଯଦି ତୁମ୍ଭେ ତାହାକୁ ସାହାୟ୍ଯ କରୁ ନାହଁ, ତାହାହେଲେ ତୁମ୍ଭର କଥାଗୁଡ଼ିକ ସମ୍ପୂର୍ଣ୍ଣ ମୂଲ୍ଯହୀନ ଅଟେ। ବିଶ୍ବାସ ବିଷୟ ରେ ମଧ୍ଯ ଠିକ୍ ସହେି କଥା ଅଟେ। ଯଦି ବିଶ୍ବାସ କିଛି କାର୍ୟ୍ଯ ଉତ୍ପନ୍ନ ନ କରେ, ତବେେ ସେ ବିଶ୍ବାସ ମୃତ ଅଟେ।
    ଯାକୁବଙ୍କ ପତ୍ 2:15-17
  • କହେି କହେି ଦାନ କରି ଆହୁରି ଧନ ବଢ଼ାନ୍ତି। ପୁଣି କହେି କହେି ଉଚିତ୍ ବ୍ଯଯ ଅସ୍ବୀକାର କଲେ ହେଁ ତହିଁରୁ କବଳେ ଅଭାବ ଜନ୍ମେ। 25 ଯେଉଁମାନେ ଅନ୍ୟମାନଙ୍କୁ ଆଶୀର୍ବାଦ କରନ୍ତି, ସମାନେେ ଉନ୍ନତି କରିବେ ଏବଂ ସେ ୟିଏ ଅନ୍ୟମାନଙ୍କର ଶୋଷ ମେଣ୍ଟାଏ ତା'ର ଶୋଷ ମେଣ୍ଟା ହବେ।
    ହିତୋପଦେଶ 11:24, 25
  • ଯଦି କହେି ତୁମ୍ଭକୁ କିଛି ମାଗେ, ତବେେ ତାହା ତାହାକୁ ଦିଅ। କହେି ଯଦି ତୁମ୍ଭଠାରୁ ଧାର ନବୋକୁ ଇଚ୍ଛାକରେ, ତବେେ ତା ହକେୁ ମନା କରନାହିଁ।
    ମାଥିଉଲିଖିତ ସୁସମାଚାର 5:42
  • ଦେଶ ରେ ସର୍ବଦା ଗରିବ ଲୋକ ରହିବେ। ଯେଉଁଥିପାଇଁ ଆମ୍ଭେ ତୁମ୍ଭକୁ ଆଜ୍ଞା ଦଇେ କହକ୍ସ୍ଟଛକ୍ସ୍ଟ, ତୁମ୍ଭମାନେେ ତୁମ୍ଭର ଦରିଦ୍ର ଭାଇମାନଙ୍କୁ ନିଶ୍ଚଯ ସାହାୟ୍ଯ କରିବ। ତାଙ୍କର ଆବଶ୍ଯକତା ଅନକ୍ସ୍ଟସା ରେ ସମାନଙ୍କେୁ ସାହାୟ୍ଯ କର।
    ଦିତୀୟ ବିବରଣ 15:11
  • ତହିଁରେ ତୁମ୍ଭ ଭଣ୍ଡାର ପରିପୂର୍ଣ୍ଣ ହବେ ଓ ତୁମ୍ଭ କୁଣ୍ଡ ରେ ନୂତନ ଦ୍ରାକ୍ଷାରସ ଉଚ୍ଛୁଳି ପଡ଼ିବ
    ହିତୋପଦେଶ 3:9, 10
  • ଯେଉଁ ଲୋକ ଦୁଃଖୀ ଦରିଦ୍ରର ଡ଼ାକ ଶୁଣେ ନାହିଁ, ସେ ମଧ୍ଯ ଆପେ ଡ଼ାକିବ। କିନ୍ତୁ ଉତ୍ତର ପାଇବ ନାହିଁ।
    ହିତୋପଦେଶ 21:13
  • ସର୍ବଶକ୍ତିମାନ୍ ସଦାପ୍ରଭୁ କୁହନ୍ତି, "ତୁମ୍ଭମାନଙ୍କ ଦ୍ରବ୍ଯର ଏକ ଦଶମାଂଶ ଆମ୍ଭ ଭଣ୍ତାରକୁ ଆଣ ୟଦ୍ବାରା କି ତୁମ୍ଭର ଗୃହ ରେ ୟଥେଷ୍ଟ ଖାଦ୍ୟ ରହିବ। ଆମ୍ଭକୁ ପରୀକ୍ଷା କର। ଯଦି ତୁମ୍ଭମାନେେ ଏହି କାର୍ୟ୍ଯ କର, ଆମ୍ଭେ ଆକାଶର ଝରକାସବୁ ଖାଲିଦେବୋ ଏବଂ ତୁମ୍ଭେ ଉପ ରେ ଆଶୀର୍ବାଦ ବୃଷ୍ଟି କରିବା। ପ୍ରେତ୍ୟକକ ଦିଗରୁ ତୁମ୍ଭମାନଙ୍କର ଦରକାରଠାରୁ ଅଧିକ ତୁମ୍ଭମାନେେ ଲାଭ କରିବ।
    ମଲାଖୀ 3:10
  • ଯେତବେେଳେ ତୁମ୍ଭେ କୌଣସି ଦୀନ-ଦୁଃଖୀଙ୍କୁ ଦାନ ଦେଉଛ, ସେତବେେଳେ ତୁମ୍ଭର ଡାହାଣ ହାତ କଣ କରୁଛି, ସେ ବିଷୟ ରେ ବାମ ହାତକୁ ମଧ୍ଯ ଜାଣିବାକୁ ସୁଯୋଗ ଦିଅନାହିଁ। ତୁମ୍ଭେ କ'ଣ କରୁଛ, ତାହା ଯେପରି କହେି ନ ଜାଣନ୍ତୁ। ତୁମ୍ଭର ଦାନ ଗୋପନ ରେ ହବୋ ଉଚିତ। ତୁମ୍ଭର ପରମପିତା ଗୋପନ ରେ କରାଯାଇଥିବା କାର୍ୟ୍ଯକୁ ଦେଖି ପାରନ୍ତି। ସେ ତୁମ୍ଭକୁ ତାର ପ୍ରତିଫଳ ଦବେେ।
    ମାଥିଉଲିଖିତ ସୁସମାଚାର 6:3, 4
  • " ସେତବେେଳେ ରାଜା ଉତ୍ତର ଦବେେ, 'ମୁଁ ତୁମ୍ଭକୁ ସତ୍ଯ କହୁଛି। ଏଠା ରେ ତୁମ୍ଭେ ମାରେ ଉପେକ୍ଷିତ ଭାଇମାନଙ୍କ ଭିତରୁ ଜଣଙ୍କ ପାଇଁ ଯାହା କିଛି କଲ, ତାହା ତୁମ୍ଭେ ମାେ ପାଇଁ କଲ।'
    ମାଥିଉଲିଖିତ ସୁସମାଚାର 25:40
  • ଏହି କଥାଟି ମନେ ରଖ ; ଯେଉଁ ଲୋକ ଅଳ୍ପ ବୁଣିବ, ସେ ଅଳ୍ପ କାଟିବ। ଯେଉଁ ଲୋକ ଅଧିକ ବୁଣିବ, ସେ ଅଧିକ କାଟିବ। ପ୍ରେତ୍ୟକକ ଲୋକ ଆପଣା ହୃଦୟ ରେ ସ୍ଥିର କରିଥିବା ଅନୁସାରେ ଦାନ କରୁ, ମନ ରେ କୌଣସି ଦୁଃଖ ରଖି ବା ବାଧ୍ଯବାଧକତା ରେ ଦାନ ନ ଦେଉ, ଆନନ୍ଦିତ ମନ ରେ ଦାନ କରିଥିବା ଲୋକକୁ ପରମେଶ୍ବର ଭଲ ପାଆନ୍ତି। ପରମେଶ୍ବର ତୁମ୍ଭମାନଙ୍କର ଆବଶ୍ଯକତା ଠାରୁ ଅଧିକ ଆଶୀର୍ବାଦ ଦଇେ ପାରିବେ। ତହିଁରେ ତୁମ୍ଭମାନେେ ସବୁବେଳେ ସବୁ ବିଷୟ ପ୍ରଚୁର ଭାବେ ପାଇବ। ପ୍ରେତ୍ୟକକ ଭଲ କାମ କରିବା ପାଇଁ ଦାନ ଦବୋକୁ ତୁମ୍ଭମାନଙ୍କ ପାଖ ରେ ପ୍ରଚୁର ଥିବ। ଶାସ୍ତ୍ର ରେ ଏହା ଲଖାେ ଅଛି: ପରମେଶ୍ବର ହିଁ ବୁଣିବା ଲୋକ ପାଇଁ ବୀଜ ଓ ଖାଇବା ପାଇଁ ଖାଦ୍ୟ ଯୋଗନ୍ତି। ସେ ତୁମ୍ଭମାନଙ୍କୁ ବୀଜ ଯୋଗାଇବେ ଓ ତାହା ବୃଦ୍ଧି କରାଇବେ। ସେ ତୁମ୍ଭମାନଙ୍କ ଭଲ କାମ ଗୁଡ଼ିକ ପାଇଁ ବିପୁଳ ଫସଲ ହବୋକୁ ଦବେେ। ପରମେଶ୍ବର ତୁମ୍ଭମାନଙ୍କୁ ପ୍ରେତ୍ୟକକ ବିଷୟ ରେ ଧନୀ କରିବେ, ଫଳ ସ୍ବରୂପ ତୁମ୍ଭମାନେେ ସବୁବେଳେ ଉଦାର ମନ ରେ ଦାନ ଦଇେ ପାରିବ। ଆମ୍ଭ ମାଧ୍ଯମ ରେ ତୁମ୍ଭମାନଙ୍କର ଦାନ ପାଇଁ ପରମେଶ୍ବରଙ୍କୁ ଲୋକେ ଧନ୍ଯବାଦ ଦବେେ। ଏହି ସବୋ ଯେଉଁଥି ରେ କି ତୁମ୍ଭମାନଙ୍କର ଏକ ଭାଗ ରହିଛି ତା'ଦ୍ବାରା କବଳେ ଯେ ସାଧୁ ମାନଙ୍କର ଆବଶ୍ଯକତା ପୂରଣ ହୁଏ, ତା' ନୁହେଁ ବରଂ ପରମେଶ୍ବରଙ୍କ ପ୍ରତି ହୃଦୟ ଧନ୍ଯବାଦ ରେ ଉଚ୍ଛୁଳି ଉେଠ।
    କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 9:6-12