କ୍ରେଅତିଓନ


  • ଆରମ୍ଭରେ ପରମେଶ୍ବର ଆକାଶ ଓ ପୃଥିବୀକୁ ସୃଷ୍ଟି କଲେ।
    ଆଦି ପୁସ୍ତକ 1:1
  • ଏହାପରେ ପରମେଶ୍ବର କହିଲେ, "ଜଳ ଜୀବିତ ପ୍ରାଣୀ ରେ ପୂର୍ଣ୍ଣ ହେଉ ଏବଂ ପକ୍ଷୀମାନେ ପୃଥିବୀ ଉପରେ ଓ ଆକାଶ ତାରଣେ ତଳେ ଉଡ଼ନ୍ତୁ।"
    ଆଦି ପୁସ୍ତକ 1:20
  • ତେଣୁ ପରମେଶ୍ବର ନିଜ ନିଜ ଜାତି ପ୍ରକା ରେ ସୃଷ୍ଟି କଲେ, ବୃହତ୍ ସାମୁଦ୍ରିକ ଜୀବ ଓ ଅନ୍ୟ ଜୀବ ଯେଉଁମାନେ ସମୁଦ୍ର ରେ ରହନ୍ତି। ପରମେଶ୍ବର ଆକାଶ ରେ ଉଡ଼ୁଥିବା ବିଭିନ୍ନ ପ୍ରକାର ପକ୍ଷୀଗଣ ସୃଷ୍ଟି କଲେ। ଏହା ପରମେଶ୍ବର ଦୃଷ୍ଟି ରେ ଅତି ଉତ୍ତମ ଦିଶିଥିଲା।
    ଆଦି ପୁସ୍ତକ 1:21
  • ଏହାପରେ ପରମେଶ୍ବର କହିଲେ, "ନିଜ ଜାତି ଅନୁସାରେ ପୃଥିବୀ ଜୀବିତ ପ୍ରାଣୀ ଉତ୍ପାଦନ କରୁ। ଜାତି ଶ୍ ରଣେୀ ଅନୁସାରେ ବନ୍ଯଜନ୍ତୁଗଣ ଉତ୍ପନ୍ନ ହୁଅନ୍ତୁ।" ଏହାପରେ ସହେିପରି ହେଲା।
    ଆଦି ପୁସ୍ତକ 1:24
  • ଏହାପରେ ପରମେଶ୍ବର କହିଲେ, "ଆମ୍ଭମାନେେ ଆପଣା ପ୍ରତିମୂର୍ତ୍ତୀ ରେ ଓ ଆପଣା ସାଦୃଶ୍ଯ ରେ ମନୁଷ୍ଯର ନିର୍ମାଣ କରୁ। ସମାନେେ ଜଳଚ଼ର ମତ୍ସ୍ଯଗଣ ଓ ଆକାଶର ପକ୍ଷୀଗଣ, ପଶୁଗଣ ଓ ସମସ୍ତ ପୃଥିବୀ ଓ ଭୂମିରେ ଗମନଶୀଳ ସବୁ ଉରୋଗାମୀ ଜନ୍ତୁ ଉପରେ କତ୍ତୁର୍ତ୍ବ କରିବେ। ଏବଂ ପ୍ରେତ୍ୟକକ ଭୂଚ଼ର ପ୍ରାଣୀ ପୃଥିବୀ ଉପରେ ଗମନ କରୁଥିଲା।"
    ଆଦି ପୁସ୍ତକ 1:26
  • ତେଣୁ ପରମେଶ୍ବର, ଆପଣା ପ୍ରତିମୂର୍ତ୍ତୀ ରେ ମନୁଷ୍ଯକୁ ସୃଷ୍ଟି କଲେ। ପରମେଶ୍ବର ସମାନଙ୍କେୁ ପୁରୁଷ ଓ ସ୍ତ୍ରୀ କରି ସୃଷ୍ଟି କଲେ।
    ଆଦି ପୁସ୍ତକ 1:27
  • ଏହାପରେ ସଦାପ୍ରଭୁ ପରମେଶ୍ବର ଭୂମିରୁ ଧୂଳି ନଇେ ମନୁଷ୍ଯ ସୃଷ୍ଟି କଲେ। ସଦାପ୍ରଭୁ ତା'ର ନାସିକା ରନ୍ଧ୍ର ରେ ଫୁଙ୍କ ଦଇେ ପ୍ରାଣ ବାୟୁ ପ୍ରବେଶ କରାଇଲେ। ତହିଁରେ ମନୁଷ୍ଯ ଜୀବିତପ୍ରାଣୀ ହେଲା।
    ଆଦି ପୁସ୍ତକ 2:7
  • ଯେ ହତେୁ ସଦାପ୍ରଭୁ ଆକାଶମଣ୍ଡଳ ଓ ପୃଥିବୀ ଓ ସମୁଦ୍ର ଓ ଦନ୍ମଧ୍ଯସ୍ଥିତ ସମସ୍ତ ବସ୍ତୁ ଛଅ ଦିନ୍ ରେ ନିର୍ମାଣ କରି ସପ୍ତମ ଦିନ ରେ ବିଶ୍ରାମ କଲେ। ଏହିପରି ଭାବରେ ସଦାପ୍ରଭୁ ବିଶ୍ରାମ ଦିନଟିକୁ ଆଶୀର୍ବାଦ କଲେ। ସଦାପ୍ରଭୁ ଏହି ଦିନଟକୁ ଏକ ସ୍ବତନ୍ତ୍ର ଦିନ କଲେ।
    ଯାତ୍ରା ପୁସ୍ତକ 20:11
  • ତୁମ୍ଭେ ଜନ୍ତୁମାନଙ୍କୁ ପଚାର ସମାନେେ ତୁମ୍ଭକୁ ଶିକ୍ଷା ଦବେେ, ତୁମ୍ଭେ ଆକାଶର ପକ୍ଷୀମାନଙ୍କୁ ପଚାର ସମାନେେ ତୁମ୍ଭକୁ କହିବେ। ତୁମ୍ଭେ ପୃଥିବୀକୁ ପଚାର ସେ ତୁମ୍ଭକୁ ଶିକ୍ଷା ଦବେ। ତୁମ୍ଭେ ସମୁଦ୍ରର ମାଛକୁ ପଚାର ସେ ତୁମ୍ଭକୁ ଜ୍ଞାନ କଥା କହିବ। ଏକଥା ସମସ୍ତେ ଜାଣନ୍ତି ସଦାପ୍ରଭୁ ଏସବୁ ସୃଷ୍ଟି କରିଛନ୍ତି।
    ଆୟୁବ ପୁସ୍ତକ 12:7-9
  • ପରମେଶ୍ବରଙ୍କ ଘଡ଼ଘଡ଼ି କଣ୍ଠସ୍ବର ଅଦ୍ଭୁତ ଧରଣର ସେ ଅନକେ ମହାନ କାର୍ୟ୍ଯ କରନ୍ତି, ଯାହାକୁ ଆମ୍ଭେ ବୁଝିପାରିବା ନାହିଁ।
    ଆୟୁବ ପୁସ୍ତକ 37:5
  • ଆୟୁବ, ତୁମ୍ଭେ ବ ହମୋେତକୁ ଦେଖ। ମୁଁ ପରମେଶ୍ବର, ସହେି ବ ହମୋେତକୁ ସୃଷ୍ଟି କରିଛି ଓ ତୁମ୍ଭକୁ ମଧ୍ଯ ମୁଁ ସୃଷ୍ଟି କରିଛି। ବ ହମୋେତ ଗାଈପରି ଘାସ ଖାଏ। ବେ ହମୋେତର ଶରୀର ରେ ଅତ୍ଯଧିକ ଶକ୍ତି ଅଛି। ତା'ର ପାକସ୍ଥଳୀର ମାଂସପେଶୀ ଅତି ବଳିଷ୍ଠ। ବ ହମୋେତର ଲାଞ୍ଜ ଏରସବୃକ୍ଷ ପରି ଶକ୍ତ। ତା'ର ଗୋଡ଼ର ମାଂସପେଶୀ ଅତି ଶକ୍ତ। ବ ହମାେତର ହାଡ଼ସବୁ ତମ୍ବା ପରି ଅତି ଶକ୍ତ। ତା'ର ଗୋଡ଼ ଲୁହାଖମ୍ବ ଭଳି ଶକ୍ତ।
    ଆୟୁବ ପୁସ୍ତକ 40:15-18
  • ଉତ୍ତର ଓ ଦକ୍ଷିଣ ଦିଗ ତୁମ୍ଭେ ସୃଷ୍ଟି କରିଅଛ। ତାବୋର ଓ ହର୍ମୋଣ ତୁମ୍ଭ ନାମରେ ଆହ୍ଲାଦିତ କରନ୍ତି।
    ଗୀତସଂହିତା 89:12
  • ହେ ପରମେଶ୍ବର, ତୁମ୍ଭେ ପର୍ବତମାଳାର ସୃଷ୍ଟି ପୂର୍ବରୁ ଏବଂ ପୃଥିବୀ ଓ ଜଗତ ସୃଷ୍ଟି ପୂର୍ବରୁ ପରମେଶ୍ବର ଥିଲ। ତୁମ୍ଭେ ଚିରକାଳ ପରମେଶ୍ବର ହାଇେ ରହିବ।
    ଗୀତସଂହିତା 90:2
  • ହେ ସଦାପ୍ରଭୁ, ତୁମ୍ଭେ ଯେତବେେଳେ ଆପଣା ଆତ୍ମା ପଠାଅ, ସେତବେେଳେ ନୂତନ ସୃଷ୍ଟି ହବେ। ଏବଂ ତୁମ୍ଭେ ପୁଣି ସମସ୍ତ ନୂତନ ଜିନିଷ ପୃଥିବୀରେ ସୃଷ୍ଟି କର।
    ଗୀତସଂହିତା 104:30
  • ସମାନେେ ସଦାପ୍ରଭୁଙ୍କ ନାମର ପ୍ରଶଂସା କରିବା ଉଚିତ୍ କାରଣ ତାଙ୍କର ଆଦେଶରେ ସମସ୍ତେ ସୃଷ୍ଟି ହେଲେ।
    ଗୀତସଂହିତା 148:5
  • ଯେ ନବମଣ୍ଡଳ ସୃଷ୍ଟି କରି ଭୂମଣ୍ଡଳ ଉପ ରେ ବିସ୍ତାର କଲେ, ଯେ ପୃଥିବୀର ସକଳବସ୍ତୁ ସୃଷ୍ଟି କଲେ, ଯେ ସକଳ ଲୋକଙ୍କୁ ନିଃଶ୍ବାସ ପ୍ରଶ୍ବାସ ଦିଅନ୍ତି ଓ ସକଳ ଆତୟାତ ବ୍ଯକ୍ତିମାନଙ୍କୁ ଜୀବନ ଦିଅନ୍ତି, ସହେି ସଦାପ୍ରଭୁ ପ୍ରକୃତ ପରମେଶ୍ବର ଏହି କଥା କୁହନ୍ତି।
    ଯିଶାଇୟ 42:5
  • ଆମ୍ଭେ ଆଲୋକ ସୃଷ୍ଟିକରୁ ଓ ଆମ୍ଭେ ଅନ୍ଧକାର ମଧ୍ଯ ସୃଷ୍ଟି କରୁ। ଆମ୍ଭେ ଶାନ୍ତି ରଚନା କରୁ ଓ ଅନିଷ୍ଟ ମଧ୍ଯ ସୃଷ୍ଟି କରୁ। ଆମ୍ଭେ ସଦାପ୍ରଭୁ ଏ ସମସ୍ତ ସାଧନ କରୁ।
    ଯିଶାଇୟ 45:7
  • ଆମ୍ଭେ ପୃଥିବୀ ନିର୍ମାଣ କରିଅଛୁ ଓ ପୃଥିବୀସ୍ଥ ସମସ୍ତ ବାସିନ୍ଦାଙ୍କୁ ସୃଷ୍ଟି କରିଅଛୁ। ଆମ୍ଭ ସ୍ବହସ୍ତ ନିର୍ମିତ ଆକାଶମଣ୍ଡଳକୁ ବିସ୍ତାର କରିଅଛୁ ଓ ତହିଁରେ ସକଳ ସୈନ୍ଯସାମନ୍ତଙ୍କୁ ଆମ୍ଭେ ଆଜ୍ଞା ଦଇେଅଛୁ।
    ଯିଶାଇୟ 45:12
  • ସଦାପ୍ରଭୁ ହିଁ ପରମେଶ୍ବର, ସେ ଆକାଶମଣ୍ଡଳର ସୃଷ୍ଟିକର୍ତ୍ତା, ସେ ପୃଥିବୀର ମଧ୍ଯ ନିର୍ମାଣକାରୀ, ସେ ଏହାକୁ ସ୍ଥାପନ କଲେ, ସେ ତାକୁ ଶୂନ୍ଯପରି ସୃଷ୍ଟି କଲେ ନାହିଁ। ସେ ତାକୁ ବସତି ପାଇଁ ସ୍ଥାପନ କଲେ। " ତେଣୁ ତାଙ୍କ ବିନା ଅନ୍ୟ ପରମେଶ୍ବର କହେି ନାହାଁନ୍ତି।
    ଯିଶାଇୟ 45:18
  • "କାରଣ ଦେଖ, ଆମ୍ଭେ ନୂତନ ସ୍ବର୍ଗମଣ୍ଡଳ ଓ ନୂତନ ପୃଥିବୀ ସୃଷ୍ଟି କରୁଅଛୁ। ତେଣୁ ପୂର୍ବକାଳର ବିଷଯସବୁ ବିସ୍ମୃତ ହବେ ଓ ସଗେୁଡ଼ିକ ଆଉ ସ୍ମୃତିକୁ ଆସିବ ନାହିଁ।
    ଯିଶାଇୟ 65:17
  • ପରମେଶ୍ବର ଆମ୍ଭ ସମସ୍ତଙ୍କର ପିତା ଓ ଆମ୍ଭ ସମସ୍ତଙ୍କର ସୃଷ୍ଟିକର୍ତ୍ତା। ତେଣୁ କାହିଁକି ଆମ ମଧ୍ଯରୁ କହେି ଜଣେ ଅନ୍ୟ ଜଣକୁ ପ୍ରତାରଣା କରୁଛି? କାହିଁକି ଆମ୍ଭମାନେେ ଜଣେ ଅନ୍ୟ ଜଣ ପ୍ରତି ଅବିଶ୍ବସ୍ତ? କାହିଁକି ପରମେଶ୍ବର ଯେଉଁ ଚୁକ୍ତି ଆମ୍ଭ ପୂର୍ବପୁରୁଷଙ୍କ ସହିତ କରିଥିଲେ, ଆମ୍ଭମାନେ ତାହା ଭାଙ୍ଗୁଛୁ?
    ମଲାଖୀ 2:10
  • କିନ୍ତୁ ପରମେଶ୍ବର ଯେତବେେଳେ ଜଗତ ସୃଷ୍ଟି କଲେ, ' ସେ ଲୋକଙ୍କୁ ପୁରୁଷ ଓ ସ୍ତ୍ରୀ କରି ସୃଷ୍ଟି କଲେ।'
    ମାର୍କଲିଖିତ ସୁସମାଚାର 10:6
  • କାରଣ ସହେି ଦିନ ଗୁଡିକ ବିପଦ ରେ ପରିପୂର୍ଣ୍ଣ ରହିବ। ସେତବେେଳେ ଏତେ ବଡ ବିପଦ ମାଡି ଆସିବ ଯେ ସଭେଳି ବଡ ବିପଦ ପରମେଶ୍ବରଙ୍କ ସୃଷ୍ଟି ରଚନା କାଳରୁ ଆଜି ପର୍ୟ୍ଯନ୍ତ କବେେ ଆସି ନାହିଁ କି ଭବିଷ୍ଯତ ରେ କବେେ ଆସିବ ନାହିଁ।
    ମାର୍କଲିଖିତ ସୁସମାଚାର 13:19
  • ତାହାଙ୍କ ଦ୍ବାରା ସବୁ କିଛି ସୃଷ୍ଟି ହାଇେଛି। ଏହି ସଂସାର ରେ ଏପରି କିଛି ବସ୍ତୁ ନାହିଁ, ଯାହା ତାହାଙ୍କ ଦ୍ବାରା ସୃଷ୍ଟି ହାଇେ ନାହିଁ।
    ଯୋହନଲିଖିତ ସୁସମାଚାର 1:3
  • ପରମେଶ୍ବରଙ୍କ ବିଷୟ ରେ କେତକେ ତଥ୍ଯ ଲୋକେ ଦେଖି ପାରିବେ ନାହିଁ। ତାହାଙ୍କର ଅନନ୍ତ ଶକ୍ତି ଓ ପରମେଶ୍ବରତ୍ବ ତାହାଙ୍କୁ ପରମେଶ୍ବର ବୋଲି ପ୍ରମାଣିତ କରୁଥିବା ସମସ୍ତ କଥା। କିନ୍ତୁ ଜଗତର ସୃଷ୍ଟିର ଆରମ୍ଭରୁ ସଗେୁଡ଼ିକ ଲୋକମାନଙ୍କ ବୁଝିବା ପାଇଁ ସହଜ କରା ଯାଇଛି। ଏଗୁଡ଼ିକ ପରମେଶ୍ବର ସୃଷ୍ଟି କରିଥିବା ବସ୍ତୁଗୁଡ଼ିକରୁ ସ୍ପଷ୍ଟ ହାଇେ ଥାଏ। ସେଥିପାଇଁ ମନ୍ଦ କାର୍ୟ୍ଯ କରିବା ପାଇଁ ଲୋକମାନଙ୍କ ପାଖ ରେ କୌଣସି ବାହାନା ନାହିଁ। ଲୋକେ ପରମେଶ୍ବରଙ୍କୁ ଜାଣିଥିଲେ। କିନ୍ତୁ ସମାନେେ ପରମେଶ୍ବରଙ୍କୁ ଗୌରବ ଦେଲେ ନାହିଁ ଓ ତାହାଙ୍କୁ ଧନ୍ଯବାଦ ଜଣାଇଲେ ନାହିଁ। ଲୋକଙ୍କ ଚ଼ିନ୍ତାଧାରା ନିରର୍ଥକ ହେଲା। ସମାନଙ୍କେର ଜ୍ଞାନ ଅନ୍ଧକାର ରେ ଭରିଗଲା। ଲୋକେ ନିଜକୁ ବୁଦ୍ଧିମାନ ବୋଲି କହିଲେ କିନ୍ତୁ ପ୍ରକୃତ ରେ ସମାନେେ ମୂର୍ଖ ହାଇଗେଲେ। ସମାନେେ ପରମେଶ୍ବରଙ୍କ ଚ଼ିରସ୍ଥାଯୀ ମହିମାକୁ ଛାଡ଼ି ଦେଲେ। ଲୋକେ ସହେି ମହିମାକୁ ମୂର୍ତ୍ତିପୂଜା ଦ୍ବାରା ବପୋର କଲେ। ଲୋକେ ଏହି ମୂର୍ତ୍ତିଗୁଡ଼ିକୁ ପକ୍ଷୀ, ପଶୁ ଓ ପରୀସୃପ ରୂପ ପ୍ରଦାନ କଲେ। ଲୋକେ ସର୍ବଦା ମନ୍ଦ କର୍ମ କରିବାକୁ ଇଚ୍ଛା କଲେ। ସମାନେେ ପାପରେ ପୁର୍ଣ୍ଣ ଥିଲେ। ପରମେଶ୍ବର ସମାନଙ୍କେୁ ନିଜର ପାପ ମାର୍ଗ ରେ ୟିବା ପାଇଁ ଛାଡ଼ି ଦେଲେ। ସେଥିପାଇଁ ସମାନେେ ୟୌନପାପରେ ପରିପୂର୍ଣ୍ଣ ହେଲେ ଓ ନିଜ ନିଜ ଶରୀରକୁ ପରସ୍ପର ସହିତ ମନ୍ଦ କର୍ମ ରେ ନିଯୋଜିତ ରଖିଲେ, ଯା'ଦ୍ବାରା ସମାନଙ୍କେ ଶରୀର ନିନ୍ଦିତ ହେଲା। ଲୋକେ ପରମେଶ୍ବରଙ୍କ ସତ୍ଯ ବଦଳ ରେ ମିଥ୍ଯାକୁ ଗ୍ରହଣ କଲେ। ସମାନେେ ସୃଷ୍ଟ ବସ୍ତୁଗୁଡ଼ିକର ଉପାସନା ଓ ସବୋ କଲେ। ସମାନେେ ଏହି ବସ୍ତୁ ଗୁଡ଼ିକର ସୃଷ୍ଟିକର୍ତ୍ତା ପରମେଶ୍ବରଙ୍କୁ ଉପାସନା କଲେ ନାହିଁ। ପରମେଶ୍ବର ସର୍ବଦା ପ୍ରଶଂସାର ପାତ୍ର। ଆମେନ୍।
    ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 1:20-25
  • ପରମେଶ୍ବର ଯାହା କିଛି ସୃଷ୍ଟି କରିଛନ୍ତି, ସହେି ସବୁ ବଡ ଆଶା ରେ ସହେି ସମୟକୁ ଅପେକ୍ଷା କରିଚନ୍ତି ଯେ କେତବେେଳେ ପରମେଶ୍ବର ସଂସାରକୁ ଜଣାଇ ଦବେେ ଯେ, କେଉଁ ମାନେ ତାହାଙ୍କର ସନ୍ତାନ ଅଟନ୍ତି। ସମଗ୍ର ସଂସାର ଏହି ଘଟଣା ଘଟିବା ପାଇଁ ଚ୍ଭାହି ରହିଛି। ପରମେଶ୍ବର ଯାହା କିଛି ସୃଷ୍ଟି କରିଥିଲେ ତାହା ଅସାର ହାଇଗେଲା। ଏହା ସଂସାରର ପସନ୍ଦ ନ ଥିଲା, କିନ୍ତୁ ପରମେଶ୍ବର ଏହା କରିବା ପାଇଁ ସ୍ଥିର କରି ଥିଲେ। କିନ୍ତୁ ଏହି ଭରଷା ଥିଲା: ଯେପରି ପରମେଶ୍ବର ସୃଷ୍ଟି କରିଥିବା ପ୍ରେତ୍ୟକକ ବସ୍ତୁ ବିନାଶରୁ ମୁକ୍ତ ହବେ। ଏହି ଭରସା ଥିଲା ଯେ ପରମେଶ୍ବରଙ୍କ ସନ୍ତାନମାନଙ୍କ ପାଇଁ ଯାହା କିଛି ନିର୍ମିତ ହାଇେଛି ସଗେୁଡିକ ସହେି ସ୍ବାଛନ୍ଦ ଓ ମହିମାର ଭାଗୀ ହବେେ। ଆମ୍ଭେ ଯାଣୁ ଯେ ପରମେଶ୍ବରଙ୍କ ନିର୍ମିତ ପ୍ରେତ୍ୟକକ ବିଷୟ, ଏବେ ସୁଦ୍ଧା ସନ୍ତାନକୁ ଜନ୍ମ ଦବୋ ପ୍ରସବ ବଦନୋ ସହିତ ପ୍ରତୀକ୍ଷାରତ ସ୍ତ୍ରୀଲୋକ ଭଳି ଅପେକ୍ଷା ରେ ଅଛି।
    ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 8:19-22
  • ପୁରୁଷ ସ୍ତ୍ରୀ ପାଇଁ ସୃଷ୍ଟି ହାଇେ ନ ଥିଲା ; ବରଂ ସ୍ତ୍ରୀ ପୁରୁଷ ପାଇଁ ସୃଷ୍ଟି ହାଇେଥିଲା।
    କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 11:9
  • ଆମ୍ଭେ ଯାହା, ତାହା କବଳେ ପରମେଶ୍ବରଙ୍କ ଦ୍ବାରା ହାଇେଅଛୁ। ଆମ୍ଭେ ଯେପରି ଭଲ କାମ କରିପାରୁ, ସେଥିପାଇଁ ପରମେଶ୍ବର ଆମ୍ଭକୁ ଖ୍ରୀଷ୍ଟ ଯୀଶୁଙ୍କ ମଧିଅରେ ନୂତନ ବ୍ଯକ୍ତି କଲେ। ଏହି ଭଲ କାମଗୁଡ଼ିକୁ ମଧ୍ଯ ସେ ଆମ୍ଭପାଇଁ ପୂର୍ବରୁ ଯୋଜନା କରି ରଖିଅଛନ୍ତି। ସେ ହିଁ ଯୋଜନା କରିଛନ୍ତି ଆମ୍ଭେ ସହେି ଭଲକାମ କରି ଜୀବନଯାପନ କରିବା।
    ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 2:10
  • ତାହାଙ୍କର ଶକ୍ତି ରେ ସମସ୍ତ ବିଷୟଗୁଡ଼ିକର ଉତ୍ପତ୍ତି ସ୍ବର୍ଗର ଓ ପୃଥିବୀର ବିଷୟ, ଦୃଶ୍ଯ ଓ ଅଦୃଶ୍ଯ ବିଷୟ ସବୁ, ସମସ୍ତ ଆଧ୍ଯାତ୍ମିକ ଶକ୍ତି, ଅଧିକାରୀଗଣ, ପ୍ରଭୁଗଣ ଓ ଶାସକଗଣ।
    କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 1:16
  • ସାବଧାନ ରୁହ, ଯେପରି କହେି ତୁମ୍ଭକୁ ଅନର୍ଥକ, ଅସତ୍ଯ ଚିନ୍ତାଧାରା ଓ ବାକ୍ଯ ଦ୍ବାରା ଭ୍ରାନ୍ତ ନ କରୁ। ଏହିଭଳି ଧାରଣାସବୁ ଖ୍ରୀଷ୍ଟଙ୍କଠାରୁ ନୁହେଁ, ମନୁଷ୍ଯଠାରୁ ଉତ୍ପନ୍ନ ହୁଏ। ଏହି ଧାରଣାଗୁଡ଼ିକ ହେଉଛି ସଂସାରର ଲୋକମାନଙ୍କର ମୂଲ୍ଯହୀନ ଧାରଣା।
    କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 2:8
  • ତୁମ୍ଭମାନେେ ନୂତନ ଜୀବନ ଆରମ୍ଭ କରିଛ। ନୂତନ ଜୀବନ ରେ ତୁମ୍ଭମାନେେ ନୂଆ ହେଉଅଛ। ତୁମ୍ଭମାନେେ ତୁମ୍ଭମାନଙ୍କର ସହେି ସୃଷ୍ଟିକର୍ତ୍ତାଙ୍କ ଭଳି ହାଇଯୋଉଛ। ଏହି ନୂତନ ଜୀବନ ଦ୍ବାରା ତୁମ୍ଭମାନେେ ପରମେଶ୍ବରଙ୍କ ବିଷୟ ରେ ପ୍ରକୃତ ଜ୍ଞାନ ପ୍ରାପ୍ତ ହେଉଛ।
    କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 3:10
  • ସମାନେେ ଲୋକମାନଙ୍କୁ ବିବାହ କରିବା ଅନୁଚିତ ବୋଲି କହନ୍ତି। ସମାନେେ ଲୋକମାନଙ୍କୁ ଏ କଥା ମଧ୍ଯ କୁହନ୍ତି ଯେ କେତକେ ଖାଦ୍ୟ ଅଛି, ଯାହାକୁ ଆଦୌ ଖାଇବା ଉଚିତ ନୁହେଁ। କିନ୍ତୁ ସେ ଖାଦ୍ୟଗୁଡ଼ିକୁ ପରମେଶ୍ବର ସୃଷ୍ଟି କରିଛନ୍ତି। ଅତଏବ ଯେଉଁମାନେ ବିଶ୍ବାସୀ ଏବଂ ସତ୍ଯକୁ ଜାଣନ୍ତି, ସମାନେେ ପରମେଶ୍ବରଙ୍କୁ ଧନ୍ଯବାଦ ଦଇେ ସହେି ଖାଦ୍ୟ ଖାଇ ପାରିବେ।
    ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 4:3
  • ପରମେଶ୍ବର ଏହା ମଧ୍ଯ କହନ୍ତି :
    ଏବ୍ରୀମାନଙ୍କ ନିକଟକୁ ପତ୍ର 1:10
  • ବିଶ୍ବାସର ଅର୍ଥ ହେଉଛି ଆମ୍ଭେ ଭରସା କରୁଥିବା ବିଷୟ ପ୍ରତି ସୁନିଶ୍ଚିତତା। ବିଶ୍ବାସ ଏଭଳି ସୁନିଶ୍ଚିତ ବୋଧ ଯେ, ଆମ୍ଭେ ଯାହା ନ ଦେଖୁ, ତାହା ବାସ୍ତବ ବୋଲି ଜାଣୁ। ପ୍ରାଚୀନ କାଳ ରେ, ଲୋକମାନଙ୍କର ଏହି ଭଳି ବିଶ୍ବାସ ଥିଲା ବୋଲି, ପରମେଶ୍ବର ସମାନଙ୍କେ ଉପରେ ପ୍ରସନ୍ନ ଥିଲେ। ବିଶ୍ବାସ ଦ୍ବାରା ଆମ୍ଭେ ବୁଝିଛୁ ଯେ ସମଗ୍ର ସୃଷ୍ଟିର ରଚନା ପରମେଶ୍ବର ନିଜ ଆଜ୍ଞା ବଳ ରେ କରିଥିଲେ। ଏହାର ଅର୍ଥ ଯେ, ଆମ୍ଭକୁ ଦିଶୁଥିବା ବିଷୟଗୁଡ଼ିକର ସୃଷ୍ଟି ଅଦୃଶ୍ଯ ବିଷୟ ଦ୍ବାରା ହାଇେଛି।
    ଏବ୍ରୀମାନଙ୍କ ନିକଟକୁ ପତ୍ର 11:1-3
  • ପ୍ରଥମେ, ଶଷେ ଦିନଗୁଡ଼ିକରେ କ'ଣ କ'ଣ ଘଟିବ, ସଗେୁଡ଼ିକ ବୁଝିବା ତୁମ୍ଭର ଦରକାର। ଲୋକେ ତୁମ୍ଭକୁ ପରିହାସ କରିବେ। ସମାନେେ ନିଜ ଇଚ୍ଛା ରେ ମନ୍ଦ କାର୍ୟ୍ଯ କରି ଜୀବନଧାରଣ କରିବେ। ସମାନେେ କହିବେ, "ଯୀଶୁ ପୁନର୍ବାର ଆସିବା ପାଇଁ କହିଥିଲେ। ସେ କାହାନ୍ତି ? ଆମ୍ଭର ପିତାମାନେ ମରିଛନ୍ତି। କିନ୍ତୁ ଜଗତ ସୃଷ୍ଟି ହେଲା ବଳେୁ ସହେିପରି ଭାବରେ ଚାଲିଛି।" ସୁଦୂର ଅତୀତ ରେ କ'ଣ ଘଟିଥିଲା, ସମାନେେ ତାହା ମନେ ପକାଇବା ପାଇଁ ଇଚ୍ଛା କରନ୍ତି ନାହିଁ। ଆକାଶମଣ୍ଡଳ ଥିଲା, ପରମେଶ୍ବର ପାଣିରୁ ଓ ପାଣି ଦ୍ବାରା ଜଗତକୁ ସୃଷ୍ଟି କଲେ। ପରମେଶ୍ବରଙ୍କ ବାକ୍ଯ ଦ୍ବାରା ଏହା ସାଧିତ ହେଲା। ତାହା ପରେ ସହେି ସଂସାର ପ୍ରଳୟଙ୍କାରୀ ବନ୍ଯା ଜଳ ଦ୍ବାରା ନଷ୍ଟ ହାଇଗେଲା।
    ପିତରଙ୍କ ଦିତୀୟ ପତ୍ର 3:3-6
  • "ଲାଅଦିକୀଆ ମଣ୍ଡଳୀର ଦୂତଙ୍କ ପାଖକୁ ଏହା ଲେଖ :
    ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 3:14
  • " ହେ ପ୍ରଭୁ ! ଆମ୍ଭର ପରମେଶ୍ବର ! ତୁମ୍ଭେ ଗୌରବ, ସମ୍ମାନ ଓ କ୍ଷମତା ପାଇବା ପାଇଁ ଯୋଗ୍ଯ ତୁମ୍ଭେ ହିଁ ଏସବୁ ସୃଷ୍ଟି କରିଅଛ। ତୁମ୍ଭ ଇଚ୍ଛା ଅନୁସାରେ ସମସ୍ତ ବିଷୟର ସୃଷ୍ଟି ହାଇେଛି ଓ ଅସ୍ତିତ୍ବ ପାଇଅଛି।"
    ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 4:11
  • ଯେ ନିତ୍ଯଜୀବିତ, ଯେ ଆକାଶ ଓ ତନ୍ମଧ୍ଯସ୍ଥ ସକଳ ବିଷୟ ଏବଂ ପୃଥିବୀ ଓ ତନ୍ମଧ୍ଯସ୍ଥ ସକଳ ବିଷୟ ସୃଷ୍ଟି କରିଛନ୍ତି, ତାହାଙ୍କ ନାମ ରେ ସହେି ସ୍ବର୍ଗଦୂତ ଶପଥକରି କହିଲେ, "ଆଉ ଅଧିକ ବିଳମ୍ବ ହବେ ନାହିଁ।
    ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 10:6
  • ତା'ପରେ ମୁଁ ଆଉ ଏକ ଦୂତଙ୍କୁ ଉଚ୍ଚ ଆକାଶ ରେ ଉଡ଼ୁଥିବାର ଦେଖିଲି। ପୃଥିବୀର ସକଳ ବାସିନ୍ଦାମାନଙ୍କୁ ସମସ୍ତଦେଶ, ଜାତି, ଭାଷା ଓ ପ୍ରଜାତିର ଲୋକମାନଙ୍କୁ ଉପଦେଶ ଦବୋପାଇଁ ସହେି ସ୍ବର୍ଗଦୂତଙ୍କ ପାଖ ରେ ଏକ ଅନନ୍ତକାଳୀନ ସୁସମାଚାର ଥିଲା। ସହେି ସ୍ବର୍ଗଦୂତ ଉଚ୍ଚ ସ୍ବର ରେ କହିଲେ, "ପରମେଶ୍ବରଙ୍କୁ ଭୟ କର ଓ ତାହାଙ୍କୁ ମହିମା ପ୍ରଦାନ କର। ପରମେଶ୍ବରଙ୍କ ଦ୍ବାରା ଲୋକମାନଙ୍କୁ ବିଚାର କରିବା ସମୟ ଉପସ୍ଥିତ। ପରମେଶ୍ବରଙ୍କର ଉପାସନା କର। ସେ ସ୍ବର୍ଗ, ପୃଥିବୀ, ସମୁଦ୍ର ଓ ଜଳଉତ୍ସଗୁଡ଼ିକର ସୃଷ୍ଟିକର୍ତ୍ତା।"
    ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 14:6-7