ବିଶ୍ରାମକାଳ ଏବଂ ଅବକାଶ


  • ମୁଁ ଶାଇେଲି ଓ ବିଶ୍ରାମ ନଲେି ଏବଂ ମୁଁ ଜାଣେ ମୁଁ ପୁଣି ଜାଗ୍ରତ ହବେି କାହିଁକି ? କାରଣ ସଦାପ୍ରଭୁ ମାେତେ ସର୍ବଦା ରକ୍ଷା କରନ୍ତି।
    ଗୀତସଂହିତା 3:5
  • ମୁଁ ବିଛଣାରେ ଶାନ୍ତିରେ ଶଯନ କରେ, କାରଣ ହେ ସଦାପ୍ରଭୁ ତୁମ୍ଭେ ମାେତେ ରକ୍ଷାକରି ନିରାପଦରେ ଶାଇେବାକୁ ସୁଯୋଗ ଦଇେଛ।
    ଗୀତସଂହିତା 4:8
  • ତୁମ୍ଭେ ରାତ୍ରିରେ ଭୟଭୀତ ହବୋର ଦରକାର ନାହିଁ। କିଅବା ଦିନରେ ଶତ୍ରୁମାନଙ୍କର ବାଣ ପ୍ରତି ଭୟଭୀତ ହବେ ନାହିଁ।
    ଗୀତସଂହିତା 91:5
  • ତୁମ୍ଭମାନେେ ଦୈନନ୍ଦିନ ଜୀବିକା ଉପାର୍ଜନ ନିମନ୍ତେ ପ୍ରଭାତରେ ଉଠ, ଏବଂ ବିଳମ୍ବରେ ବିଶ୍ରାମ କର, ଏହା ତୁମ୍ଭମାନଙ୍କ ନିକଟରେ ବୃଥା। କାରଣ ସଦାପ୍ରଭୁ ଭଲ ପାଉଥିବା ଲୋକମାନଙ୍କୁ ନିଦ୍ରିତ ଅବସ୍ଥାରେ ମଧ୍ଯ ଯତ୍ନ ନିଅନ୍ତି।
    ଗୀତସଂହିତା 127:2
  • ଶଯନ ସମୟରେ ତୁମ୍ଭର ଭୟ ହବେ ନାହିଁ। ତୁମ୍ଭେ ଶଯନ କରିବ ଓ ତୁମ୍ଭର ନିଦ୍ରା ସୁଖଜନକ ହବେ।
    ହିତୋପଦେଶ 3:24
  • ଶ୍ରମଜିବୀ ଲୋକେ ଅଳ୍ପ ବା ବହୁତ ଖାଇଲେ ହେଁ ତାହାର ନିଦ୍ରା ସୁଖକର ହୁଏ, ମାତ୍ର ଧନବାନର ପୂର୍ଣ୍ଣତା ତାହାକୁ ନିଦ୍ରା ୟିବାକୁ ଦବେ ନାହିଁ।
    ଉପଦେଶକ 5:12
  • ମାତ୍ର ସମାନେେ ଶାନ୍ତି ରେ ପ୍ରବେଶ କରିବେ ଓ ଯେଉଁମାନେ ଧର୍ମ ନିଷ୍ଠା ରେ ଚାଲନ୍ତି, ସମାନେେ ନିଜର ଶୟ୍ଯା ରେ ଶାନ୍ତି ରେ ବିଶ୍ରାମ କରିବେ।
    ଯିଶାଇୟ 57:2
  • "ସଦାପ୍ରଭୁ ୟିଏ ଆପଣାର ପ୍ରତିଜ୍ଞାନୁସା ରେ ଇଶ୍ରାୟେଲକୁ ସମସ୍ତ ଲୋକମାନଙ୍କୁ ବିଶ୍ରାମ ଦଇେଅଛନ୍ତି, ସେ ପ୍ରଶଂସିତ ହୁଅନ୍ତୁ; ସେ ମାଶାଙ୍କେୁ ଯେଉଁ ପ୍ରତିଜ୍ଞା କରିଥିଲେ, ସହେି ସମସ୍ତ ଉତ୍ତମ ପ୍ରତିଜ୍ଞାଗୁଡିକର ଗୋଟିଏ ହେଲେ ବିଫଳ ହାଇନୋହିଁ।
    ପ୍ରଥମ ରାଜାବଳୀ 8:56
  • ପରମେଶ୍ବର ତୁମ୍ଭର ଯତ୍ନ ନବେେ ଏବଂ ତୁମ୍ଭକୁ ଶାନ୍ତି ଦବେେ। ତା'ପରେ ତୁମ୍ଭେ ତୁମ୍ଭର ଚତୁଃପାଶର୍‌ବକୁ ଅନାଇବ ଏବଂ ନିରାପଦ ରେ ବିଶ୍ରାମ ନବେ।
    ଆୟୁବ ପୁସ୍ତକ 11:18
  • ମାତ୍ର ସମାନେେ ଶାନ୍ତି ରେ ପ୍ରବେଶ କରିବେ ଓ ଯେଉଁମାନେ ଧର୍ମ ନିଷ୍ଠା ରେ ଚାଲନ୍ତି, ସମାନେେ ନିଜର ଶୟ୍ଯା ରେ ଶାନ୍ତି ରେ ବିଶ୍ରାମ କରିବେ।
    ଯିଶାଇୟ 57:2
  • ତୁମ୍ଭେ ଯଦି ବିଶ୍ରାମବାର ଲଙ୍ଘନରୁ ଆମ୍ଭ ପବିତ୍ର ଦିନ ରେ ନିଜ ଅଭିଳାଷ ଚେଷ୍ଟାରୁ ନିଜ ପାଦ ଫରୋଅ, ପୁଣି ବିଶ୍ରାମବାରକୁ ସୁଖଦାୟକ ଓ ସଦାପ୍ରଭୁଙ୍କ ପବିତ୍ର ଦିନକୁ ଆଦରଣୀଯ ବୋଲି କୁହ, ଆଉ ନିଜ କାର୍ୟ୍ଯ ନ କରି ଅବା ନିଜ ଅଭିଳାଷର ଚେଷ୍ଟା ନ କରି ଅଥବା ନିଜ କଥା ନ କହି ତାହାକୁ ଆଦର କରିବ ; ତବେେ ତୁମ୍ଭେ ସଦାପ୍ରଭୁଙ୍କଠା ରେ ଆନନ୍ଦ କରିବ ; ପୁଣି ଆମ୍ଭେ ତୁମ୍ଭକୁ ପୃଥିବୀର ଉଚ୍ଚସ୍ଥାନମାନଙ୍କ ରେ ଆରୋହଣ କରାଇବା ଆଉ ତୁମ୍ଭ ପିତା ଯାକୁବର ଅଧିକାର ତୁମ୍ଭକୁ ଭୋଗ କରାଇବା ; କାରଣ ସଦାପ୍ରଭୁଙ୍କ ମୁଖରୁ ଏହା ନିଃସୃତ ହାଇେଅଛି।
    ଯିଶାଇୟ 58:13-14
  • ଅତଏବ, ଯେତବେେଳେ ତୁମ୍ଭମାନେେ ଖାଅ, ପିଅ ବା ଅନ୍ୟ ଯାହା କିଛି କର, ପରମେଶ୍ବରଙ୍କ ମହିମା ପାଇଁ କରିବା ଉଚିତ୍।
    କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 10:31
  • ଏହା ପ୍ରମାଣିତ କରେ ଯେ, ପରମେଶ୍ବରଙ୍କ ଲୋକମାନଙ୍କ ଲାଗି ସପ୍ତମ ଦିନର ବିଶ୍ରାମ ଭୋଗିବାର ବାକି ଅଛି। ପରମେଶ୍ବର ନିଜ କାମ ସମାପ୍ତ କଲା ପରେ ବିଶ୍ରାମ କଲେ। ସେପ୍ରକାର ପରମେଶ୍ବରଙ୍କ ପରି ମନୁଷ୍ଯ ଆପଣା କାର୍ୟ୍ଯ ସମାପ୍ତ କଲାପରେ ବିଶ୍ରାମ ପାଇଥାଏ।
    ଏବ୍ରୀମାନଙ୍କ ନିକଟକୁ ପତ୍ର 4:9, 10