କଷ୍ଟକର ସମୟ


  • ସହେି ମଇଦା କଳସ ଓ ତୈଳପାତ୍ର କବେେ ଶୂନ୍ଯ ହେଲା ନାହିଁ। ସଦାପ୍ରଭୁ ଏଲିଯ ମାଧ୍ଯମ ରେ ଯାହାସବୁ କହିଥିଲେ ସେ ସମସ୍ତ ଘଟିଲା।
    ପ୍ରଥମ ରାଜାବଳୀ 17:16
  • ଦୁର୍ଭିକ୍ଷ ସମୟରେ ପରମେଶ୍ବର ତୁମ୍ଭକୁ ମୃତ୍ଯୁ ମୁଖରୁ ରକ୍ଷା କରିପାରିବେ। ୟୁଦ୍ଧ ସମୟରେ ତୁମ୍ଭକୁ ଖଡ୍ଗ ମୁଖରୁ ବଞ୍ଚାଇ ପାରିବେ।
    ଆୟୁବ ପୁସ୍ତକ 5:20
  • କେତକେ ଲୋକ ଦଳିତ ବୋଲି ଅନୁଭବ କରନ୍ତି କାରଣ ସମାନେେ ଗରିବ ଏବଂ ସମାନଙ୍କେର ଅସୁବିଧା ଅଛି। ଯେତବେେଳେ ସମାନେେ ସମସ୍ଯାରେ ପଡ଼ନ୍ତି ସଦାପ୍ରଭୁ ସମାନଙ୍କେୁ ନିରାପତ୍ତା ଦିଅନ୍ତି। ଯେଉଁ ଲୋକମାନେ ତୁମ୍ଭର ନାମକୁ ଜାଣନ୍ତି ସମାନେେ ତୁମ୍ଭକୁ ବିଶ୍ବାସ କରିବେ। ହେ ସଦାପ୍ରଭୁ ୟଦି ଲୋକମାନେ ତୁମ୍ଭ ପାଖକୁ ଆସନ୍ତି ତୁମ୍ଭେ ସମାନଙ୍କେୁ ସାହାୟ୍ଯ ନ କରି ଛାଡ଼ିଦିଅ ନାହିଁ।
    ଗୀତସଂହିତା 9:9, 10
  • ସଦାପ୍ରଭୁ ସର୍ବଦା ସିଦ୍ଧ ଲୋକମାନଙ୍କୁ ସାହାୟ୍ଯ ଓ ସମାନଙ୍କେର ସାରା ଜୀବନ ରକ୍ଷା କରନ୍ତି। ସମାନଙ୍କେର ଅଧିକାର ଅନନ୍ତକାଳ ସ୍ଥାଯୀ ରୁ ହେ। ଯେତବେେଳେ ବିପଦ ଆସେ ସେତବେେଳେ ଧାର୍ମିକ ଲୋକମାନେ ଧ୍ବଂସ ହବେେ ନାହିଁ। ଯେତବେେଳେ ଦୁର୍ଭିକ୍ଷ ପଡ଼ିବ ସେତବେେଳେ ଧାର୍ମିକ ଲେଶକ ପ୍ରଚୁର ଖାଦ୍ୟ ପାଇବେ।
    ଗୀତସଂହିତା 37:18, 19
  • ମୁଁ ୟୁବା ଥିଲି ଓ ବର୍ତ୍ତମାନ ବୁଢ଼ା ହଲିେଣି ଓ ମୁଁ କବେେ ଦେଖିନାହିଁ ପରମେଶ୍ବର ଧାର୍ମିକ ଲୋକଙ୍କୁ ପରିତ୍ଯାଗ କରନ୍ତି। ମୁଁ କବେେ ଦେଖି ନାହିଁ ୟେ, ଧାର୍ମିକ ବ୍ଯକ୍ତିଙ୍କର ପିଲାମାନେ ଖାଦ୍ୟ ପାଇଁ ଭିକ୍ଷାବୃତ୍ତି କରନ୍ତି।
    ଗୀତସଂହିତା 37:25
  • ପରମେଶ୍ବର ଆମ୍ଭମାନଙ୍କର ଆଶ୍ରଯ ଓ ବଳ। ଆମ୍ଭେ ବିପଦ ସମଯରେ ତାଙ୍କର ସାହାୟ୍ଯ ପାଇପାରୁ। ତଣେୁ ଯେତବେେଳେ ଭୂମି କମ୍ପତ ହୁଏ ଏବଂ ପର୍ବତ ସମୁଦ୍ରରେ ପଡ଼େ ଆମ୍ଭେ ଭୟଭୀତ ହବୋ ନାହିଁ। ଯେତବେେଳେ ସମୁଦ୍ର ଅଶାନ୍ତ ଓ ଅଧିକାର ହାଇୟୋଏ ଏବଂ ପର୍ବତଗୁଡ଼ିକ ଥରିଉେଠ, ତଥାପି ଆମ୍ଭେ ଭୟଭୀତ ହବୋ ନାହିଁ।
    ଗୀତସଂହିତା 46:1-3
  • ହେ ଲୋକମାନେ! ସବୁକାଳେ ପରମେଶ୍ବରଙ୍କଠାରେ ନିର୍ଭର କର। ପରମେଶ୍ବରଙ୍କଠାରେ ତୁମ୍ଭର ଅସୁବିଧା କଥା ଭାଙ୍ଗି କୁହ। ପରମେଶ୍ବର ହେଉଛନ୍ତି ଆମ୍ଭର ନିରାପଦ ଆଶ୍ରଯସ୍ଥଳ।
    ଗୀତସଂହିତା 62:8
  • ମୁଁ ସଦାପ୍ରଭୁଙ୍କୁ କହିଲି, "ତୁମ୍ଭେ ମାରେ ଆଶ୍ରଯ ଓ ଦୁର୍ଗ, ମାରେ ପରମେଶ୍ବର, ମୁଁ ତୁମ୍ଭ ନିକଟରେ ବିଶ୍ବାସ ରେଖ।"
    ଗୀତସଂହିତା 91:2
  • ପରମେଶ୍ବର କମ୍ବଳ ସ୍ବରୂପ ବାଦଲକୁ ମଲେି ଦେଲେ। ପରମେଶ୍ବର ନିଜ ଲୋକମାନଙ୍କୁ ରାତିରେ ଦଖାଇବୋ ପାଇଁ ଏକ ଅଗ୍ନିସ୍ତମ୍ବ ପ୍ରଜ୍ବଳନ କଲେ। ଯେତବେେଳେ ଲୋକମାନେ ଖାଦ୍ୟ ମାଗନ୍ତେ, ପରମେଶ୍ବର ଭାଟୋଇ ପକ୍ଷୀମାନଙ୍କୁ ଦେଲେ। ପରମେଶ୍ବର ସମାନଙ୍କେୁ ସ୍ବର୍ଗରୁ ପ୍ରଚୁର ମାନ୍ନା ପ୍ରଦାନ କଲେ। ପରମେଶ୍ବର ଶୈଳକୁ ଫଟାନ୍ତେ ଜଳଷୋର୍ତ ବହିବା ଆରମ୍ଭ ହେଲା। ତାହା ଶୁଷ୍କ ଭୂମିରେ ନଦୀତୁଲ୍ଯ ପ୍ରବାହିତ ହେଲା।
    ଗୀତସଂହିତା 105:39-41
  • ଗାଈ ତା'ର ମୁନିବକୁ ଜାଲଣ, ଗଧ ନିଜର ମୁନିବର ସଂଚାଳକଙ୍କୁ ଜାଲଣ, ମାତ୍ର ଇଶ୍ରାଲୟଲସଲାକମାଲନସମାଲତ ଚିହ୍ନିପାରିଲଲ ନାହିଁ।ସମାରଲଲାକମାଲନସମାଲତ ବୁଝୁ ନାହାଁନ୍ତି।'
    ଯିଶାଇୟ 44:3
  • ପଡିଆର ସହେି ଘାସ ଆଜି ବଞ୍ଚିଛି, କିନ୍ତୁ କାଲିକି ତାକୁ ଚୁଲି ରେ ପକଇେ ଦିଆୟିବ। ତଥାପି ଯଦି ପରମେଶ୍ବର ତାକୁ ଏଭଳି ସନ୍ଦୁର ବେଶ ଦଇେଛନ୍ତି, ତବେେ ସେ କ'ଣ ତୁମ୍ଭକୁ ପିନ୍ଧବା ପାଇଁ ଅଧିକ ଦବେନୋହିଁ? ତବେେ ତୁମ୍ଭମାନେେ କାହିଁକି ଏତେ ଅଳ୍ପ ବିଶ୍ବାସ ରଖୁଛ? ଏଣୁ ଚିନ୍ତାଗ୍ରସ୍ତ ହାଇେ କୁହନାହିଁ ଯେ ଆମ୍ଭେ କ'ଣ ଖାଇବା, କ'ଣ ପିଇବା ବା କଣ ପିନ୍ଧିବା?
    ମାଥିଉଲିଖିତ ସୁସମାଚାର 6:30, 31
  • ଖ୍ରୀଷ୍ଟଙ୍କର ପ୍ ରମେ ଠାରୁ ଆମ୍ଭକୁ କିଏ କ'ଣ ଅଲଗା କରି ପା ରେ? ନା! କଷ୍ଟ କ'ଣ ଆମ୍ଭକୁ ଖ୍ରୀଷ୍ଟଙ୍କର ପ୍ ରମରେୁ ଅଲଗା କରି ପା ରେ?ନା! ସମସ୍ଯା ବା ତାଡନା କ'ଣ ଖ୍ରୀଷ୍ଟଙ୍କର ଶତୃମାନଙ୍କ ଆଘାତ ଆମ୍ଭକୁ ଖ୍ରୀଷ୍ଟଙ୍କର ପ୍ ରମରେୁ ଅଲଗା କରି ପା ରେ? ନା! ଯଦି ଆମ୍ଭ ପାଖ ରେ ଖାଦ୍ୟ ବା ଲୁଗାପଟା ନାହିଁ, ତା ହେଲେ ତାହା କ'ଣ ଖ୍ରୀଷ୍ଟଙ୍କର ପ୍ ରମରେୁ ଆମ୍ଭକୁ ଅଲଗା କରିପା ରେ? ନା! ବିପଦ ବା ମୁତ୍ଯୁ ହେଉନା କାହିଁକି ତାହା କ'ଣ ଆମ୍ଭକୁ ଖ୍ରୀଷ୍ଟଙ୍କର ପ୍ ରମରେୁ ଅଲଗା କରି ପା ରେ? ନା! ଶାସ୍ତ୍ର ରେ ଏହିପରି ଲଖାେ ଅଛି: କିନ୍ତୁ ଏସବୁ ରେ ଆମ୍ଭ ପ୍ରତି ପ୍ ରମେ ପ୍ରଦର୍ଶିତ କରିଥିବା ପରମେଶ୍ବରଙ୍କ ଦ୍ବାରା ଆମ୍ଭେ ପୂର୍ଣ ବିଜଯୀ। ହଁ,ମୁଁ ଜାଣେ ଯେ କୌଣସି ବିଷୟ ଆମ୍ଭକୁ ପରମେଶ୍ବରଙ୍କ ପ୍ ରମରେୁ ବଞ୍ଚିତ କରି ପାରିବ ନାହିଁ। ମୃତ୍ଯୁ ନୁହେଁ, ଜୀବନ ନୁହେଁ, ସ୍ବର୍ଗଦୂତମାନେ ନୁହଁନ୍ତି, ଆତ୍ମିକ ଶକ୍ତି ଗୁଡିକ ନୁହଁନ୍ତି, ଏବେ କିଛି ନୁହେଁ, ଭବିଷ୍ଯତ ରେ କିଛି ନୁହେଁ, କୌଣସି ଶକ୍ତି ନୁହେଁ, ଉଚ୍ଚ ରେ କିଛି ନୁହେଁ, ଗଭୀର ରେ କିଛି ନୁହେଁ, ସମଗ୍ର ସୃଷ୍ଟ ଜଗତ ରେ କିଛି ନୁହେଁ; ଖ୍ରୀଷ୍ଟ ଯୀଶୁ ଆମ୍ଭ ପ୍ରଭୁଙ୍କଠା ରେ ଥିବା ପରମାତ୍ମାଙ୍କ ପ୍ ରମେ ଠାରୁ ଆମ୍ଭକୁ କହେି ଅଲଗା କରି ପାରିବେ ନାହିଁ।
    ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 8:35-39
  • ଆମ୍ଭ ଚତୁର୍ଦ୍ଦିଗରୁ ସମସ୍ଯା ଆମକୁ ଚାପି ପକାଇଛି, କିନ୍ତୁ ଆମ୍ଭେ ହାରି ଯାଇ ନାହୁଁ। ଅନକେ ସମୟରେ କ'ଣ କରିବାକୁ ହବେ ତାହା ଆମ୍ଭେ ଜାଣି ପାରୁନାହୁଁ। ଆମ୍ଭେ ନିର୍ୟାତିତ ହେଉଛୁ, କିନ୍ତୁ ପରମେଶ୍ବର ଆମ୍ଭକୁ ଛାଡ଼ି ଦିଅନ୍ତି ନାହିଁ। ଆମ୍ଭେ କେତେ ଥର ଆଘାତ ପାଇଛୁ, କିନ୍ତୁ ବିନଷ୍ଟ ହାଇେ ନାହୁଁ।
    କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 4:8, 9
  • ସହେି ସ୍ତ୍ରୀଲୋକଟି, ପରମେଶ୍ବର ତା' ପାଇଁ ପ୍ରସ୍ତୁତ କରି ରଖିଥିବା ମରୁଭୂମିର ଗୋଟିଏ ସ୍ଥାନକୁ ଚାଲିଗଲା। ସଠାେରେ ତା'ର ଯତ୍ନ 12 60 ଦିନ ପର୍ୟ୍ଯନ୍ତ ନିଆୟିବ।
    ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 12:6