ଜ୍ଞାନ


  • ହେ ସଦାପ୍ରଭୁ ମାେତେ ତୁମ୍ଭର ଧର୍ମ ପଥରେ ପ୍ରଦର୍ଶନ କର। ଲୋକମାନେ ମାରେ ଦୁର୍ବଳତାକୁ ଚାହିଁ ବସିଛନ୍ତି। ତଣେୁ ମାେତେ ଉଚିତ ମାର୍ଗ ପ୍ରଦର୍ଶନ କରି ଧର୍ମ ପଥରେ କଢ଼ାଇ ନିଅ। ମାରେ ପଥକୁ ସରଳ କର।
    ଗୀତସଂହିତା 5:8
  • ହେ ସଦାପ୍ରଭୁ, ମାେତେ ତୁମ୍ଭର ପଥରେ ଚାଲିବାକୁ ସାହାୟ୍ଯ କର। ତୁମ୍ଭର ମାର୍ଗରେ ଚାଲିବାକୁ ଶିକ୍ଷା ପ୍ରଦାନ କର। ତୁମ୍ଭର ସତ୍ଯ ମାର୍ଗରେ ଚାଲିବାକୁ ମାେତେ କଢ଼ାଇ ନିଅ ଓ ଶିକ୍ଷା ଦିଅ। ତୁମ୍ଭେ ମାରେ ପରିତ୍ରାଣର ପରମେଶ୍ବର ଅଟ। ମୁଁ ପ୍ରତିଦିନ ତୁମ୍ଭ ଉପରେ ଭରସା ରେଖ।
    ଗୀତସଂହିତା 25:4, 5
  • ସେ ଶୋଚନୀଯ ଲୋକକୁ ବିଚାର ମାର୍ଗ ଦଖାେନ୍ତି ଓ ନମ୍ର ଲୋକମାନଙ୍କୁ ତାଙ୍କ ପଥରେ ଚାଲିବାକୁ ପ୍ରରେିତ କରନ୍ତି।
    ଗୀତସଂହିତା 25:9
  • ହେ ସଦାପ୍ରଭୁ, ମାରେ ଶତ୍ରୁମାନେ ଅଛନ୍ତି। ତଣେୁ ମାେତେ ନ୍ଯାଯମାର୍ଗ ପ୍ରଦର୍ଶନ କର। ମାେତେ ସରଳ ମାର୍ଗରେ ୟିବାକୁ ଶିକ୍ଷା ଦିଅ।
    ଗୀତସଂହିତା 27:11
  • ସଦାପ୍ରଭୁ କୁହନ୍ତି, "ମୁଁ ତୁମ୍ଭକୁ ଶିକ୍ଷା ଦବେି ଏବଂ ତୁମ୍ଭେ ଯେଉଁ ମାର୍ଗରେ ବଞ୍ଚିବ ତାକୁ ମଧ୍ଯ ବତାଇ ଦବେି। ମୁଁ ତୁମ୍ଭକୁ ରକ୍ଷା କରିବି ଏବଂ ତୁମ୍ଭର ତତ୍ତ୍ବାବଧାରକ ହବେି।
    ଗୀତସଂହିତା 32:8
  • ସଦାପ୍ରଭୁ ଧାର୍ମିକ ବ୍ଯକ୍ତିକୁ ସତ୍ ମାର୍ଗରେ ଜୀବନ ଧାରଣ କରିବା ପାଇଁ ସାହାୟ୍ଯ କରନ୍ତି। ଯେତବେେଳେ ସେ ତାହା କରେ, ସଦାପ୍ରଭୁ ଖୁସି ହୁଅନ୍ତି।
    ଗୀତସଂହିତା 37:23
  • ହେ ପରମେଶ୍ବର, ତୁମ୍ଭେ ମାେତେ ଆଗଇେ ନଇେଛ। ତୁମ୍ଭେ ମାେତେ ସୁନ୍ଦର ଉପଦେଶ ଦଇେଅଛ ଓ ଶଷେରେ ତୁମ୍ଭେ ମାେତେ ଗୌରବରେ ଗ୍ରହଣ କରିବ।
    ଗୀତସଂହିତା 73:24
  • ହେ ସଦାପ୍ରଭୁ, ମାରେ ଆଖି ଉନ୍ମୁକ୍ତ କର। ଯେଉଁଥିରେ ମୁଁ ତୁମ୍ଭର ବ୍ଯବସ୍ଥାରୁ ଆଶ୍ଚର୍ୟ୍ଯ ବିଷଯମାନ ଦେଖିପାରିବି।
    ଗୀତସଂହିତା 119:18
  • ସଦାପ୍ରଭୁ ତୁମ୍ଭର ବାକ୍ଯ ମାରେ ପାପ ପାଇଁ ବତୀ ସଦୃଶ, ଓ ମାରେ ପଥ ପାଇଁ ଆ ଲୋକ ଅଟେ।
    ଗୀତସଂହିତା 119:105
  • ତୁମ୍ଭର କଥାର ବିସ୍ତାରତା ମସ୍ତକର ଆ ଲୋକ ପ୍ରଦାନ କରେ। ଏପରି ଏହା ମୂର୍ଖ ଲୋକମାନଙ୍କୁ ମଧ୍ଯ ବୁଦ୍ଧିମାନ କରେ।
    ଗୀତସଂହିତା 119:130
  • ସଦାପ୍ରଭୁ ତୁମ୍ଭର ସ୍ନହପେୂର୍ଣ୍ଣ କରୁଣା ମାେତେ ପ୍ରଭାତରେ ଦଖାେଅ। ମୁଁ ତୁମ୍ଭ ଉପରେ ଭରସା କରେ। ମୁଁ ଯେଉଁ ପଥରେ ୟିବା ଉଚିତ୍ ମାେତେ ସହେି ପଥ ଦଖାେଅ। କାରଣ ମୁଁ ମାରେ ପ୍ରାଣ ତୁମ୍ଭ ହାତରେ ଟକେି ଦଇେଅଛି।
    ଗୀତସଂହିତା 143:8
  • ତୁମ୍ଭେ ସର୍ବାନ୍ତଃ ହୃଦଯ ରେ ସଦାପ୍ରଭୁଙ୍କୁ ବିଶ୍ବାସ କର ଏବଂ ନିଜର ଚତୁରତା ଉପ ରେ ନିର୍ଭର କରନାହିଁ। ତୁମ୍ଭର ପ୍ରେତ୍ୟକକ କାର୍ୟ୍ଯ ରେ ତାଙ୍କୁ ମନେ କର ଓ ସେ ତୁମ୍ଭର ପଥସବୁ ସରଳ କରିବେ।
    ହିତୋପଦେଶ 3:5, 6
  • ଯେତବେେଳେ ତୁମ୍ଭେ ଚାଲିବ, ସମାନଙ୍କେର ଶିକ୍ଷାଗୁଡ଼ିକ ତୁମ୍ଭକୁ ପଥ ଦଖାଇବେେ। ଯେତବେେଳେ ତୁମ୍ଭେ ଶଯନ କରିବାକୁ ୟିବ ସମାନେେ ତୁମ୍ଭର ପ୍ରହରୀ ହବେ। ଯେତବେେଳେ ତୁମ୍ଭେ ଜାଗ୍ରତ ହବେ, ସମାନେେ ତୁମ୍ଭ ସହ ଆଳାପ କରିବେ।
    ହିତୋପଦେଶ 6:22
  • ପୁଣି ତୁମ୍ଭମାନେେ ଯଦି ଭୁଲ କର କିମ୍ବା ଭୁଲ ବାଟରେ ୟାଅ, ଦକ୍ଷିଣକୁ କିମ୍ବା ବାମ ରେ ଗଲା ବେଳେ ପଛରୁ ଏକ ସ୍ବର ଶୁଣିବ, "ଏ ହେଉଛି ପଥ, ଏହି ପଥରେ ଗମନ କର।'
    ଯିଶାଇୟ 30:21
  • ତା'ପ ରେ ଆମ୍ଭେ ଅନ୍ଧମାନଙ୍କୁ ସମାନଙ୍କେର ଅଜ୍ଞାତ ପଥ ଦଇେ ଆଣିବୁ ଓ ଯେଉଁ ପଥ ସମାନେେ ଜାଣନ୍ତି ନାହିଁ, ସହେି ପଥରେ ସମାନଙ୍କେୁ କଢ଼ାଇ ନବେୁ। ଆମ୍ଭେ ସମାନଙ୍କେ ସମ୍ମୁଖ ରେ ଅନ୍ଧକାରକୁ ଆଲୋକର ଓ ବକ୍ର ସ୍ଥାନକୁ ସଳଖ ରେ ପରିଣତ କରିବୁ। ଏହିସବୁ କାର୍ୟ୍ଯ କରି ଆମ୍ଭେ ନିଜ ସନ୍ତାନମାନଙ୍କୁ ପରିତ୍ଯାଗ କରିବୁ ନାହିଁ।
    ଯିଶାଇୟ 42:16
  • ମାରେପ୍ରଭୁ ସଦାପ୍ରଭୁ ମାେତେ ଶିକ୍ଷା ଦଇେଛନ୍ତି ମୁଁ ଯେପରି କ୍ଲାନ୍ତ ଦୁର୍ବଳମାନଙ୍କୁ ସୁସ୍ଥିର କରିପାରିବି, ସେ ପ୍ରତି ପ୍ରଭାତ ରେ ମାେତେ ଜାଗ୍ରତ କରାନ୍ତି ଓ ବିଦ୍ଯାର୍ଥୀପରି ଶୁଣିବା ପାଇଁ ମାରେ କର୍ଣ୍ଣକୁ ଜାଗ୍ରତ କରାନ୍ତି।
    ଯିଶାଇୟ 50:4
  • ଆଉ ମଧ୍ଯ ସଦାପ୍ରଭୁ ତୁମ୍ଭକୁ ସର୍ବଦା ବାଟ କଢ଼ାଇ ନବେେ। ମରୁଭୂମିରେ ତୁମ୍ଭର ଅଭାବ ତୃପ୍ତ କରିବେ। ସେ ତୁମ୍ଭର ଅସ୍ଥିଗୁଡ଼ିକୁ ବଳିଷ୍ଠ କରିବେ। ତହିଁରେ ତୁମ୍ଭେ ଜଳସିକ୍ତ ଉଦ୍ୟାନତୁଲ୍ଯ କିମ୍ବା ଜଳପୂର୍ଣ୍ଣ ଝରଣା ସଦୃଶ ହବେ।
    ଯିଶାଇୟ 58:11
  • ହେ ସଦାପ୍ରଭୁ, ମୁଁ ଜାଣେ, ମନୁଷ୍ଯ ତା'ର ନିଜର ଭାଗ୍ଯକୁ ନିଯନ୍ତ୍ରଣ କରିପାରିବ ନାହିଁ। ସେ କହିପା ରେ ନାହିଁ, ତା' ପାଇଁ କ'ଣ ଘଟିବ। ସେ ପ୍ରକୃତ ନ୍ଯାଯ ଓ ଧର୍ମ ରେ ବଞ୍ଚିବା ଜାଣୁ ନାହିଁ।
    ଯିରିମିୟ 10:23
  • ସମାନେେ କ୍ରନ୍ଦନ କରି ଆସୁଥିଲା ବେଳେ ଆମ୍ଭେ ସମାନଙ୍କେୁ ଆଗଇେ ନବୋ। ଆମ୍ଭେ ସମାନଙ୍କେୁ ଜଳପୂର୍ଣ୍ଣ ନଦୀଗୁଡ଼ିକ ନିକଟ ଦଇେ ସଳଖ ପଥରେ ଗମନ କରାଇବା। ସେ ପଥରେ ସମାନେେ ଝୁଣ୍ଟିବେ ନାହିଁ। କାରଣ ଆମ୍ଭେ ଇଶ୍ରାୟେଲର ପିତା ଓ ଇଫ୍ରଯିମ ଆମ୍ଭର ପ୍ରଥମଜାତ ସନ୍ତାନ।
    ଯିରିମିୟ 31:9
  • ଆମ୍ଭେ ଯାହା ଦେଖୁ, ତା' ସାହାୟ୍ଯ ରେ ନୁହେଁ, ମାତ୍ର ବିଶ୍ବାସ ଦ୍ବାରା ପରିଚାଳିତ ହେଉ, ସେଥିପାଇଁ ମୁଁ କୁ ହେ ଯେ, ଆମ୍ଭମାନଙ୍କର ଆଶା ଅଛି।
    କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 5:7
  • ପରମେଶ୍ବରଙ୍କ ବାକ୍ଯ ଜୀବନ୍ତ ଓ କାର୍ୟ୍ଯସାଧନକ ଅଟେ। ତାହାଙ୍କର ବାକ୍ଯ ଯେ କୌଣସି ଦ୍ବିଧାର ଖ"ଠାରୁ ମଧ୍ଯ ଅଧିକ ଧାରୁଆ। ପରମେଶ୍ବରଙ୍କ ବାକ୍ଯ ଆମ୍ଭ ପ୍ରାଣ, ଆତ୍ମା, ହାଡ଼ ଓ ମଜ୍ଜାର ସନ୍ଧିସ୍ଥଳ ଭଦେ କରିପା ରେ। ଏହା ହୃଦୟର ଚିନ୍ତା ଓ ଭାବର ବିଚାର କରେ।
    ଏବ୍ରୀମାନଙ୍କ ନିକଟକୁ ପତ୍ର 4:12
  • ଯିହାଶାଫେଟ୍ ଏହି ବିଚାରକର୍ତ୍ତାମାନଙ୍କୁ କହିଲେ, "ତୁମ୍ଭମାନେେ ଯାହା କହୁଅଛ, ସେ ବିଷଯ ରେ ବିଶଷେ ସାବଧାନ ହୁଅ, କାରଣ ଲୋକମାନେ ବିଚାର କଲା ପରି ତୁମ୍ଭମାନେେ ନିଶ୍ଚିତ ସପରେି ବିଚାର କରିବ ନାହିଁ, କିନ୍ତୁ ସଦାପ୍ରଭୁଙ୍କ ପରି କରିବ। ଯେତବେେଳେ ତୁମ୍ଭମାନେେ ଗୋଟିଏ ନିଷ୍ପତ୍ତି ନବେ, ସେତବେେଳେ ସଦାପ୍ରଭୁ ତୁମ୍ଭ ସହିତ ଥିବେ।
    ଦିତୀୟ ବଂଶାବଳୀ 19:6
  • ସୁବିବଚେନା ପ୍ରତି ଡ଼ାକ ପକାଅ। ବୁଦ୍ଧି ନିମନ୍ତେ ଉଚ୍ଚସ୍ବର କର। ଯଦି ତୁମ୍ଭେ ଏପରି କର। ତବେେ ତୁମ୍ଭେ ସଦାପ୍ରଭୁଙ୍କ ବିଷଯକ ଭୟ ବୁଝିବ ଓ ପରମେଶ୍ବରଙ୍କ ବିଷଯକ ତତ୍ତ୍ବଜ୍ଞାନ ପାଇବ। ଯେ ହତେୁ ସଦାପ୍ରଭୁ ଜ୍ଞାନ ଦିଅନ୍ତି। ତାଙ୍କ ମୁଖରୁ ଜ୍ଞାନ ଓ ବୁଦ୍ଧି ନିର୍ଗତ ହୁଏ।
    ହିତୋପଦେଶ 2:3, 5, 6
  • ମନୁଷ୍ଯ କଳ୍ପନା କରେ। କିନ୍ତୁ ନିର୍ଣ୍ଣଯ ସଦାପ୍ରଭୁଙ୍କ ପାଖରୁ ଆ ସେ।
    ହିତୋପଦେଶ 16:1
  • ମନ୍ଦ ଲୋକମାନେ ନ୍ଯାଯ ବୁଝନ୍ତି ନାହିଁ। ମାତ୍ର ସଦାପ୍ରଭୁଙ୍କ ଅନ୍ବଷେଣକାରୀମାନେ ଏହି ବିଷଯକୁ ଭଲ ରେ ବୁଝନ୍ତି।
    ହିତୋପଦେଶ 28:5
  • ସହେି ପିଲାମଧିଅରେ ସଦାପ୍ରଭୁଙ୍କର ଆତ୍ମା ସ୍ଥାନ ପାଇବ। ସହେି ଆତ୍ମା ଜ୍ଞାନ, ବିବଚେନା ମନ୍ତ୍ରଣା ଓ ପରାକ୍ରମ ପ୍ରଦାନ କରିବ। ଆଉ ମଧ୍ଯ ସହେି ଆତ୍ମା ସଦାପ୍ରଭୁଙ୍କୁ ଜାଣିବାକୁ ଓ ଅନୁସରଣ କରିବାକୁ ପିଲାକୁ ସାହାୟ୍ଯ କରିବେ। ସଦାପ୍ରଭୁଙ୍କୁ ଭକ୍ତି କରିବେ ଏବଂ ସଦାପ୍ରଭୁଙ୍କ ଅଭୟ ଯୋଗୁଁ ସୁଖୀ ହବେେ।
    ଯିଶାଇୟ 11:2, 3
  • ଆଉ ପରମେଶ୍ବର ସହେି ଗ୍ଭରି ୟୁବକଙ୍କୁ ଜ୍ଞାନ ଏବଂ ବିଭିନ୍ନ ଲେଖନି ଓ ବିଜ୍ଞାନ ଶିକ୍ଷା ପାଇଁ ଯୋଗ୍ଯତା ପ୍ରଦାନ କଲେ। ପୁଣି ଦାନିୟେଲ ସମସ୍ତ ଦର୍ଶନ ଅ ସ୍ବପ୍ନ ବିଷଯ ରେ ବୁଦ୍ଧିମାନ ହେଲେ।
    ଦାନିଏଲ 1:17
  • କିନ୍ତୁ ତୁମ୍ଭ ଭିତରୁ ଯଦି କହେି ଜ୍ଞାନର ଆବଶ୍ଯକ କରେ, ତା ହେଲେ ତୁମ୍ଭେ ଏହା ପରମେଶ୍ବରଙ୍କୁ ମାଗିବା ଉଚିତ। ପରମେଶ୍ବର ଅତ୍ଯନ୍ତ ଦୟାଳୁ ଅଟନ୍ତି।
    ଯାକୁବଙ୍କ ପତ୍ 1:5
  • ସଦାପ୍ରଭୁ ତୁମ୍ଭର ସ୍ନହପେୂର୍ଣ୍ଣ କରୁଣା ମାେତେ ପ୍ରଭାତରେ ଦଖାେଅ। ମୁଁ ତୁମ୍ଭ ଉପରେ ଭରସା କରେ। ମୁଁ ଯେଉଁ ପଥରେ ୟିବା ଉଚିତ୍ ମାେତେ ସହେି ପଥ ଦଖାେଅ। କାରଣ ମୁଁ ମାରେ ପ୍ରାଣ ତୁମ୍ଭ ହାତରେ ଟକେି ଦଇେଅଛି।
    ଗୀତସଂହିତା 143:8
  • ତୁମ୍ଭେ କ'ଣ ମାେ ପାଇଁ କରିବାକୁ ଚାହଁ ତାହା ମାେତେ ଦଖାେଅ ? ତୁମ୍ଭେ ମାରେ ପରମେଶ୍ବର, ତୁମ୍ଭର ଆତ୍ମା ମାେତେ ଭୂମି ସ୍ତରରେ ଆଗଇେ ନେଉା ହେ ସଦାପ୍ରଭୁ, ମାେତେ ବଞ୍ଚିବାକୁ ଦିଅ, ୟପରେି ଲୋକାମନେ ତୁମ୍ଭ ନାମରେ ପ୍ରଶଂସା କରିବେ। କାରଣ ତୁମ୍ଭେ ଆପଣା ଲୋକମାନଙ୍କ ପ୍ରତି ଧାର୍ମିକ ଅଟ, ତଣେୁ ମାରେ ଦୁଃଖରୁ ମାେତେ ରକ୍ଷା କର।
    ଗୀତସଂହିତା 143:10, 11
  • ଏପରିକି ବୁଦ୍ଧିମାନ ଲୋକମାନେ ଏହି ବାକ୍ଯଗୁଡ଼ିକ ଶୁଣିବା ଉଚିତ୍। ଏଥିରୁ ସମାନେେ ବହୁଜ୍ଞାନ ଲାଭ କରିବେ। ଶିକ୍ଷିତ ଲୋକମାନେ ଏପରିକି ଅଧିକ ବୁଝାମଣା ଶକ୍ତି ପାଇବେ।
    ହିତୋପଦେଶ 1:5
  • ଅଜ୍ଞାନର ପଥ ତା'ର ନିଜ ଦୃଷ୍ଟି ରେ ଯଥାର୍ଥ ମାତ୍ର ଜ୍ଞାନବାନ ମାନେ ପରାମର୍ଶ ଶୁଣନ୍ତି।
    ହିତୋପଦେଶ 12:15
  • ଅଜ୍ଞାନର ପଥ ତା'ର ନିଜ ଦୃଷ୍ଟି ରେ ଯଥାର୍ଥ ମାତ୍ର ଜ୍ଞାନବାନ ମାନେ ପରାମର୍ଶ ଶୁଣନ୍ତି।
    ହିତୋପଦେଶ 15:22
  • ଶଷୋବସ୍ଥା ରେ ତୁମ୍ଭେ ଯେପରି ଜ୍ଞାନବାନ ହୁଅ, ଏଥିପାଇଁ ମନ୍ତ୍ରଣା ଶୁଣ ଓ ଉପଦେଶ ଗ୍ରହଣ କର।
    ହିତୋପଦେଶ 19:20
  • ମନ୍ତ୍ରଣା ଦ୍ବାରା ପ୍ରେତ୍ୟକକ ସଂକଳ୍ପ ସ୍ଥିର ହବେ। ମାତ୍ର ଯଦି ତୁମ୍ଭେ ୟୁଦ୍ଧ କରିବାକୁ ୟାଅ ଭଲ ପରାମର୍ଶ ଗ୍ରହଣ କର।
    ହିତୋପଦେଶ 20:18
  • ୟୁଦ୍ଧ କରିବା ପୂର୍ବରୁ ଯତ୍ନ ରେ ଯୋଜନା କରିବା ଉଚିତ୍। ଯଦି ତୁମ୍ଭେ ୟୁଦ୍ଧ ରେ ଜଯ କରିବାକୁ ଚାହଁ, ତୁମ୍ଭମାନଙ୍କର ନିଶ୍ଚିତ ଉତ୍ତମ ଉପଦେଷ୍ଟା ରହିବା ଉଚିତ।
    ହିତୋପଦେଶ 24:6
  • କୌଣସି ବିଷୟର ବାହ୍ଯରୂପ ଦେଖି ବିଚାର କର ନାହିଁ। ପ୍ରକୃତ ରେ ଯାହା ଠିକ୍, ତଦନୁଯାଯୀ ବିଚାର କର।"
    ଯୋହନଲିଖିତ ସୁସମାଚାର 7:24
  • କିନ୍ତୁ ପରମେଶ୍ବରଙ୍କଠାରୁ ଆସିଥିବା "ଜ୍ଞାନ" ଏହିପରି: ପ୍ରଥମ ରେ ଏହା ପବିତ୍ର, ଶାନ୍ତିପୂର୍ଣ୍ଣ, ଭଦ୍ର ଓ ପ୍ରସନ୍ନ ଅଟେ। ଯେଉଁମାନେ ଅସୁବିଧା ବା କଷ୍ଟ ରେ ପଡ଼ିଛନ୍ତି, ଏହି ଜ୍ଞାନ ସମାନଙ୍କେୁ ସାହାୟ୍ଯ କରିବା ପାଇଁ ସର୍ବଦା ପ୍ରସ୍ତୁତ ଥାଏ ଓ ଏହା ଅନ୍ୟମାନଙ୍କର ମଙ୍ଗଳ କରେ। ଏହି ଜ୍ଞାନ ସର୍ବଦା ନିରପେକ୍ଷ ଓ ନିଷ୍ଠାପର ଅଟେ।
    ଯାକୁବଙ୍କ ପତ୍ 3:17
  • ମୁଁ ତୁମ୍ଭମାନଙ୍କ ପାଖକୁ ତୃତୀୟ ଥର ଆସୁଛି। ମନେ ରଖ: "ପ୍ରେତ୍ୟକକ ଅଭିଯୋଗ ପାଇଁ ଚାଲିବା ତିନି ଜଣ ସାକ୍ଷୀ ଦବୋ ଦରମାର ଯେ ସମାନେେ ତାହାର ସତ୍ଯତା ବିଷୟ ରେ ଜାଣିଛନ୍ତି।"
    କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 13:1