ସାହସ ଏବଂ ବିଶ୍ୱାସ


  • ମୁଁ ରାଜାମାନଙ୍କ ସହିତ ତୁମ୍ଭର ବାକ୍ଯ ବିଷଯରେ ଆଲୋଚନା କରିବି। ଏବଂ ମୁଁ ଲଜ୍ଜିତ ହବେି ନାହିଁ।
    ଗୀତସଂହିତା 119:46
  • ଲୋକଭୟ ଫାନ୍ଦଜନକ, ମାତ୍ର ସଦାପ୍ରଭୁଙ୍କଠା ରେ ଯେ ନିର୍ଭର ରେଖ, ସେ ସୁରକ୍ଷିତ ହବେ।
    ହିତୋପଦେଶ 29:25
  • ହେ ଲୋକମାନେ, ସିଯୋନ ରେ ସୁସମାଚାର ପ୍ରଚାର କର, ଉଚ୍ଚ ପର୍ବତକୁ ୟାଅ। ଉଚ୍ଚ ସ୍ବର ରେ କୁହ, ହେ ଲୋକମାନେ ୟିରୁଶାଲମ ନିକଟରେ "ସୁସମାଚାର ପ୍ରଚାର କର।" ଜାରେ ରେ କୁହ, ଭୟ କର ନାହିଁ। ଯିହୁଦା ନଗରୀକୁ କୁହ, " ଦେଖ, ଏହିଠା ରେ ତୁମ୍ଭର ପରମେଶ୍ବର।
    ଯିଶାଇୟ 40:9
  • ମାରେପ୍ରଭୁ ସଦାପ୍ରଭୁ ମାେତେ ଶିକ୍ଷା ଦଇେଛନ୍ତି ମୁଁ ଯେପରି କ୍ଲାନ୍ତ ଦୁର୍ବଳମାନଙ୍କୁ ସୁସ୍ଥିର କରିପାରିବି, ସେ ପ୍ରତି ପ୍ରଭାତ ରେ ମାେତେ ଜାଗ୍ରତ କରାନ୍ତି ଓ ବିଦ୍ଯାର୍ଥୀପରି ଶୁଣିବା ପାଇଁ ମାରେ କର୍ଣ୍ଣକୁ ଜାଗ୍ରତ କରାନ୍ତି।
    ଯିଶାଇୟ 50:4
  • ମାତ୍ର ସଦାପ୍ରଭୁ ମାେତେ କହିଲେ, ଆମ୍ଭେ ଜଣେ ବାଳକ ବୋଲି, 'କୁହ ନାହିଁ।' କାରଣ ଆମ୍ଭେ ତୁମ୍ଭକୁ ଯାହା ନିକଟକୁ ପଠାଇବା, ତୁମ୍ଭେ ତାହା ନିକଟକୁ ୟିବ। ଆଉ ଆମ୍ଭେ ତୁମ୍ଭକୁ ଯାହା ଆଜ୍ଞା କରିବା, ତାହା ତୁମ୍ଭେ କହିବ।
    ଯିରିମିୟ 1:7
  • ଯେପରି ଚକମକି ପଥର ଅପେକ୍ଷା ହୀରା କଠିନତର। ଆମ୍ଭେ ସଗେୁଡ଼ିକଠାରୁ ତୁମ୍ଭର ମୁଣ୍ଡକୁ ଶକ୍ତ କରିଅଛୁ। ତେଣୁ ଯଦିଓ ସମାନେେ ବିଦ୍ରୋହୀ, ତୁମ୍ଭେ ସମାନଙ୍କେୁ ଭୟ କର ନାହିଁ, ଏବଂ ସମାନଙ୍କେ ଚାହାଁଣି ରେ ଉଦବିଗ୍ନ ହୁଅ ନାହିଁ।"
    ଯିହିଜିକଲ 3:9
  • ତୁମ୍ଭେ ଜଗତର ଆଲୋକ। ପାହାଡ ଉପରେ ଅବସ୍ଥିତ କୌଣସି ନଗରକୁ କବେେ ହେଲେ ଲୁଚଇେ ରଖାଯାଇ ପାରିବ ନାହିଁ। ଲୋକେ ଦୀପଟିଏ ଜଳଇେ ତାକୁ ହାଣ୍ଡି ରଖନ୍ତି ନାହିଁ। ଲୋକେ ତାକୁ ଦୀପରୂଖା ଉପରେ ରଖନ୍ତି। ତଦ୍ବାରା ଦୀପଟି ଘର ଭିତରର ସବୁ ଲୋକଙ୍କୁ ଆଲୋକ ଦିଏ।
    ମାଥିଉଲିଖିତ ସୁସମାଚାର 5:14, 15
  • ଲୋକଙ୍କ ଆଗ ରେ ତୁମ୍ଭମାନେେ ଆଲୋକ ଭଳି ପ୍ରକାଶିତ ହୁଅ। ସମାନେେ ତୁମ୍ଭର ଭଲ କାମଗୁଡିକ ଦେଖନ୍ତୁ ଓ ସ୍ବର୍ଗ ରେ ରହୁଥିବା ତୁମ୍ଭ ପରମ ପିତାଙ୍କ ପ୍ରଶଂସା ଗାନ କରନ୍ତୁ।
    ମାଥିଉଲିଖିତ ସୁସମାଚାର 5:16
  • ଏହି ୟୁଗର ଲୋକେ ବର୍ତ୍ତମାନ ପାପ ଓ ବ୍ଯଭିଗ୍ଭରର ଖରାପ ସମୟରେ ବାସ କରୁଛନ୍ତି। ଯଦି କହେି ଲୋକ ମାେ ନାମ ଓ ମାେ ଉପଦେଶ ୟୋଗୁ ଲଜ୍ଜା ବୋଧ କରେ ତବେେ ମନୁଷ୍ଯ ପୁତ୍ର ଯେତବେେଳେ ସ୍ବର୍ଗ ଦୂତମାନଙ୍କ ସହିତ ନିଜ ପରମ-ପିତାଙ୍କ ମହିମା ସହିତ ଆସିବେ, ସେତବେେଳେ ସେ ମଧ୍ଯ ସହେି ଲୋକ ୟୋଗୁ ଲଜ୍ଜା ବୋଧ କରିବେ।"
    ମାର୍କଲିଖିତ ସୁସମାଚାର 8:38
  • କିନ୍ତୁ ପବିତ୍ରଆତ୍ମା ତୁମ୍ଭମାନଙ୍କ ଉପରେ ଅବତୀର୍ଣ୍ଣ ହେଲେ। ତୁମ୍ଭମାନେେ ଶକ୍ତି ପାଇ ତୁମ୍ଭମାନେେ ମାରେ ସାକ୍ଷୀ ହବେ। ପ୍ରଥମେ ୟିରୂଶାଲମର ଲୋକମାନଙ୍କୁ, ତା'ପରେ ତୁମ୍ଭମାନେେ ସମଗ୍ର ୟିହୂଦା ପ୍ରଦେଶ, ଶମିରୋଣ ଓ ପୃଥିବୀର ସମସ୍ତ ଅଞ୍ଚଳ ରେ।"
    ରେରିତମାନଙ୍କ କାର୍ଯ୍ୟର ବିବରଣ 1:8
  • ସମାନେେ ଯେତବେେଳେ ପିତର ଓ ଯୋହନଙ୍କର ଏପରି ସାହାସ ଦେଖିଲେ ଓ ଜାଣି ପାରିଲେ ଯେ ସମାନେେ ଅଶିକ୍ଷିତ ଓ ସାଧାରଣ ଲୋକ, ସମାନେେ ବହୁତ ଆଶ୍ଚର୍ୟ୍ଯ ହେଲେ। ସମାନେେ ଏହା ମଧ୍ଯ ବୁଝିପାରିଲେ ଯେ, ସମାନେେ ଯୀଶୁଙ୍କ ସାଙ୍ଗ ରେ ଥିଲେ।
    ରେରିତମାନଙ୍କ କାର୍ଯ୍ୟର ବିବରଣ 4:13
  • ପିତର ଓ ଅନ୍ୟ ପ୍ ରରେିତମାନେ ଉତ୍ତର ଦେଲେ, "ଆମ୍ଭମାନେେ ମନୁଷ୍ଯମାନଙ୍କ ଆଜ୍ଞା ଅପେକ୍ଷା ପରମେଶ୍ବରଙ୍କ ଆଜ୍ଞା ନିଶ୍ଚୟ ମାନିବୁ।
    ରେରିତମାନଙ୍କ କାର୍ଯ୍ୟର ବିବରଣ 5:29
  • ମୁଁ ଏହି ସୁସମାଚ଼ାର ପାଇଁ ଗର୍ବ ଅନୁଭବ କରୁଛି। ଏହି ସୁସମାଚ଼ାର ହେଉଛି ଶକ୍ତି, ଯାହା ଦ୍ବାରା ପରମେଶ୍ବର ତାହାଙ୍କୁ ବିଶ୍ବାସ କରୁଥିବା ପ୍ରେତ୍ୟକକ ଲୋକଙ୍କୁ ଉଦ୍ଧାର କରନ୍ତି। ପ୍ରଥମେ ଯିହୂଦୀମାନଙ୍କୁ ଓ ପରେ ଅଣଯିହୂଦୀମାନଙ୍କୁ ମଧ୍ଯ।
    ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 1:16
  • ମାେ ପାଇଁ ମଧ୍ଯ ପ୍ରାର୍ଥନା କର। ମୁଁ ଯେପରି ନିର୍ଭୟ ହାଇେ, ସୁସମାଚାରର ନିଗୂଢ଼ ସତ୍ଯ ପ୍ରକାଶ କରିପା ରେ, ସେଥିନିମନ୍ତେ ପରମେଶ୍ବର ମାେତେ ତାହାଙ୍କର ବାକ୍ଯ ପ୍ରଦାନ କଲେ। ମାରେକାମ ହେଉଛି, ସୁସମାଚାର ନିମନ୍ତେ କହିବା। ଏବେ ମୁଁ ତାହା ଏହି ବନ୍ଦୀ ଘ ରେ ମଧ୍ଯ କରୁଅଛି। ମାେ ପାଇଁ ପ୍ରାର୍ଥନା କର ଯେ, ଯେପରିକି ମୁଁ ଯେତବେେଳେ ସୁସମାଚାର ପ୍ରଚାର କରେ, ସେତବେେଳେ ସମ୍ପୂର୍ଣ୍ଣ ନିର୍ଭୟତାର ସହ ତାହା କରିପା ରେ।
    ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 6:19, 20
  • ପରମେଶ୍ବର ଆମ୍ଭକୁ ପରୀକ୍ଷା କରି ଓ ବିଶ୍ବାସ କରି ସୁସମାଚାର କହିବା ଦାଯିତ୍ବ ଦଇେଥିବାରୁ ଆମ୍ଭେ ସୁସମାଚାର ପ୍ରଚାର କରୁଛୁ। ଅତଏବ ଯେତବେେଳେ ଆମ୍ଭେ କିଛି କହୁ ମନୁଷ୍ଯକୁ ସନ୍ତୁଷ୍ଟ କଲାପରି ନୁହେଁ, ପରମେଶ୍ବରଙ୍କୁ ଖୁସି କରିବା ଆମ୍ଭର ଉଦ୍ଦେଶ୍ଯ ଅଟେ। ପରମେଶ୍ବର ଆମ୍ଭର ହୃଦୟଗୁଡ଼ିକୁ ପରୀକ୍ଷା କରନ୍ତି।
    ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 2:4
  • ଅତଏବ ଲୋକମାନଙ୍କୁ ଆମ୍ଭ ପ୍ରଭୁ ଯୀଶୁଙ୍କ ବିଷୟ ରେ କହିବା ପାଇଁ ଲଜ୍ଜାବୋଧ କର ନାହିଁ। ମୁଁ ପ୍ରଭୁଙ୍କ ପାଇଁ ବନ୍ଦୀ ହାଇେ ରହିଛି ମାେ ପାଇଁ ମଧ୍ଯ ଲଜ୍ଜା ବୋଧ କରେ ନାହିଁ। କିନ୍ତୁ ମାେ ସହିତ ସୁସମାଚାର ପାଇଁ କଷ୍ଟ ସହ୍ଯ କର। ତାହା କରିବା ପାଇଁ ପରମେଶ୍ବର ଆମ୍ଭକୁ ଶକ୍ତି ଦିଅନ୍ତି।
    ତୀମଥିଙ୍କ ନିକଟକୁ ପ୍ରେରିତ 1:8
  • େ ସହିତ ଏଠିକାର ସମସ୍ତେ ତୁମ୍ଭକୁ ନମସ୍କାର ଜଣାଉଛନ୍ତି। ଯେଉଁମାନେ ବିଶ୍ବାସ ରେ ଆମ୍ଭକୁ ଭଲ ପାଆନ୍ତି, ସମାନଙ୍କେୁ ନମସ୍କାର ଜଣାଇବ।
    ତୀତସଙ୍କ ନିକଟକୁ ପ୍ରେରିତ 2:15
  • ମା ଅବିଶ୍ବାସୀ ଲୋକମାନେ ତୁମ୍ଭ ଚାରିପଟେ ଅଛନ୍ତି। ସମାନେେ କହି ପାରନ୍ତି ଯେ ତୁମ୍ଭେ ଖରାପ କାର୍ୟ୍ଯ କରୁଛ। ଅତଏବ ଉତ୍ତମ ଜୀବନଯାପନ କର। ତା ହେଲେ ତୁମ୍ଭମାନେେ କରୁଥିବା ଭଲ କାମଗୁଡ଼ିକୁ ସମାନେେ ଦେଖିବେ ଓ ପରମେଶ୍ବରଙ୍କ ଆସିବା ଦିନ ସମାନେ ତାହାଙ୍କୁ ମହିମା ଦବେେ।
    ପିତରଙ୍କ ପ୍ରଥମ ପତ୍ 2:12