ବିପଥଗମନ


  • ପରମେଶ୍ବରଙ୍କ କୋର୍ଧ ସ୍ବର୍ଗରୁ ପ୍ରକାଶିତ ହାଇେଛି। ଲୋକମାନଙ୍କ ଦ୍ବାରା ପରମେଶ୍ବରଙ୍କ ବିରୁଦ୍ଧ ରେ କରାଯାଇଥିବା ପ୍ରେତ୍ୟକକ କୁକର୍ମ ଓ ମନ୍ଦକର୍ମ ପାଇଁ ପରମେଶ୍ବର କୋରଧ କରନ୍ତି। ସମାନଙ୍କେ ପାଖ ରେ ସତ୍ଯ ଅଛି, କିନ୍ତୁ ସମାନେେ ନିଜର ମନ୍ଦ ଜୀବନ ଦ୍ବାରା ତାହା ଲୁଚ଼ାନ୍ତି। ପରମେଶ୍ବରଙ୍କ ବିଷୟକ ସମସ୍ତ ଜ୍ଞାନ ଲୋକମାନଙ୍କ ପାଇଁ ସ୍ପଷ୍ଟ କରା ଯାଇ ସାରିଥିବାରୁ, ପରମେଶ୍ବର ତାହାଙ୍କର କୋରଧ ଦଖାେନ୍ତି। ପ୍ରକୃତ ରେ, ପରମେଶ୍ବର ନିଜ ବିଷୟ ରେ ଯାହା ଜଣାଇବା କଥା ସେ ସମସ୍ତ କଥା ସ୍ପଷ୍ଟ ଭାବରେ ଦଖାଇେ ଦଇେଛନ୍ତି। ପରମେଶ୍ବରଙ୍କ ବିଷୟ ରେ କେତକେ ତଥ୍ଯ ଲୋକେ ଦେଖି ପାରିବେ ନାହିଁ। ତାହାଙ୍କର ଅନନ୍ତ ଶକ୍ତି ଓ ପରମେଶ୍ବରତ୍ବ ତାହାଙ୍କୁ ପରମେଶ୍ବର ବୋଲି ପ୍ରମାଣିତ କରୁଥିବା ସମସ୍ତ କଥା। କିନ୍ତୁ ଜଗତର ସୃଷ୍ଟିର ଆରମ୍ଭରୁ ସଗେୁଡ଼ିକ ଲୋକମାନଙ୍କ ବୁଝିବା ପାଇଁ ସହଜ କରା ଯାଇଛି। ଏଗୁଡ଼ିକ ପରମେଶ୍ବର ସୃଷ୍ଟି କରିଥିବା ବସ୍ତୁଗୁଡ଼ିକରୁ ସ୍ପଷ୍ଟ ହାଇେ ଥାଏ। ସେଥିପାଇଁ ମନ୍ଦ କାର୍ୟ୍ଯ କରିବା ପାଇଁ ଲୋକମାନଙ୍କ ପାଖ ରେ କୌଣସି ବାହାନା ନାହିଁ। ଲୋକେ ପରମେଶ୍ବରଙ୍କୁ ଜାଣିଥିଲେ। କିନ୍ତୁ ସମାନେେ ପରମେଶ୍ବରଙ୍କୁ ଗୌରବ ଦେଲେ ନାହିଁ ଓ ତାହାଙ୍କୁ ଧନ୍ଯବାଦ ଜଣାଇଲେ ନାହିଁ। ଲୋକଙ୍କ ଚ଼ିନ୍ତାଧାରା ନିରର୍ଥକ ହେଲା। ସମାନଙ୍କେର ଜ୍ଞାନ ଅନ୍ଧକାର ରେ ଭରିଗଲା। ଲୋକେ ନିଜକୁ ବୁଦ୍ଧିମାନ ବୋଲି କହିଲେ କିନ୍ତୁ ପ୍ରକୃତ ରେ ସମାନେେ ମୂର୍ଖ ହାଇଗେଲେ। ସମାନେେ ପରମେଶ୍ବରଙ୍କ ଚ଼ିରସ୍ଥାଯୀ ମହିମାକୁ ଛାଡ଼ି ଦେଲେ। ଲୋକେ ସହେି ମହିମାକୁ ମୂର୍ତ୍ତିପୂଜା ଦ୍ବାରା ବପୋର କଲେ। ଲୋକେ ଏହି ମୂର୍ତ୍ତିଗୁଡ଼ିକୁ ପକ୍ଷୀ, ପଶୁ ଓ ପରୀସୃପ ରୂପ ପ୍ରଦାନ କଲେ। ଲୋକେ ସର୍ବଦା ମନ୍ଦ କର୍ମ କରିବାକୁ ଇଚ୍ଛା କଲେ। ସମାନେେ ପାପରେ ପୁର୍ଣ୍ଣ ଥିଲେ। ପରମେଶ୍ବର ସମାନଙ୍କେୁ ନିଜର ପାପ ମାର୍ଗ ରେ ୟିବା ପାଇଁ ଛାଡ଼ି ଦେଲେ। ସେଥିପାଇଁ ସମାନେେ ୟୌନପାପରେ ପରିପୂର୍ଣ୍ଣ ହେଲେ ଓ ନିଜ ନିଜ ଶରୀରକୁ ପରସ୍ପର ସହିତ ମନ୍ଦ କର୍ମ ରେ ନିଯୋଜିତ ରଖିଲେ, ଯା'ଦ୍ବାରା ସମାନଙ୍କେ ଶରୀର ନିନ୍ଦିତ ହେଲା। ଲୋକେ ପରମେଶ୍ବରଙ୍କ ସତ୍ଯ ବଦଳ ରେ ମିଥ୍ଯାକୁ ଗ୍ରହଣ କଲେ। ସମାନେେ ସୃଷ୍ଟ ବସ୍ତୁଗୁଡ଼ିକର ଉପାସନା ଓ ସବୋ କଲେ। ସମାନେେ ଏହି ବସ୍ତୁ ଗୁଡ଼ିକର ସୃଷ୍ଟିକର୍ତ୍ତା ପରମେଶ୍ବରଙ୍କୁ ଉପାସନା କଲେ ନାହିଁ। ପରମେଶ୍ବର ସର୍ବଦା ପ୍ରଶଂସାର ପାତ୍ର। ଆମେନ୍। ସେଥିପାଇଁ ପରମେଶ୍ବର ସମାନଙ୍କେୁ ସହେି ଲଜ୍ଜାଜନକ କାର୍ୟ୍ଯ କରିବା ପାଇଁ ଛାଡ଼ି ଦେଲେ। ସହେିଭଳି ପୁରୁଷମାନେ ମଧ୍ଯ ସ୍ତ୍ରୀମାନଙ୍କ ସ୍ବାଭାବିକ ସଙ୍ଗ ଛାଡ଼ି ପରସ୍ପର ଭିତ ରେ କାମନା ରେ ଲିପ୍ତ ହେଲେ। ପୁରୁଷମାନେ ଅନ୍ୟ ପୁରୁଷମାନଙ୍କ ସହିତ ଅଶୋଭନୀୟ ବ୍ଯବହାର କଲେ। ନିଜର ମନ୍ଦ କାର୍ୟ୍ଯ ପାଇଁ ସମାନେେ ନିଜ ଦହେ ରେ ଦଣ୍ଡ ଭୋଗିଲେ। ପରମେଶ୍ବରଙ୍କ ବିଷୟ ରେ ପ୍ରକୃତ ଜ୍ଞାନ ପ୍ରପ୍ତ କରିବାକୁ ଲୋକେ ଗୁରୁତ୍ବ ଦେଲନୋହିଁ। ସେଥିପାଇଁ ପରମେଶ୍ବର ସମାନଙ୍କେୁ ସମାନଙ୍କେ ବିକୃତ ଚ଼ିନ୍ତା ରେ ରହିବାକୁ ଛାଡ଼ି ଦେଲେ ଓ ସମାନେେ ଅନୁଚ଼ିତ କର୍ମକରି ରହିଲେ।
    ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 1:18-28
  • ତୁମ୍ଭମାନଙ୍କୁ ଶିକ୍ଷା ଦିଆଯାଇଛି ଯେ ତୁମ୍ଭର ପୁରୁଣା ଆଚରଣ ଓ ତୁମ୍ଭର ପୂର୍ବର ଜୀବନଯାପନ ଛାଡ଼ି ଦିଅ। କାରଣ ଲୋକମାନେ ମନ୍ଦକାର୍ୟ୍ଯ କରିବାକୁ ଭଲ ପାଇବାରୁ ତଦ୍ଦ୍ବାରା ପ୍ରବଞ୍ଚିତ ହୁଅନ୍ତି ଓ ତାହା ଫଳେ ରେ ପୁରୁଣାରୂପ ଦ୍ବାରା ମନ୍ଦ ଆହୁରି ହାଇଯୋଏ। ମାତ୍ର, ତୁମ୍ଭମାନଙ୍କୁ ହୃଦୟ ରେ ଓ ଭାବନା ରେ ନୂତନ ହବୋକୁ ପଡ଼ିବ। ତୁମ୍ଭକୁ ସମ୍ପୂର୍ଣ୍ଣ ନୂତନ ବ୍ଯକ୍ତି ସ୍ବରୂପ ହାଇେ ପରମେଶ୍ବରଙ୍କ ଭଳି ପ୍ରକୃତ ରେ ଭଲ ଓ ପବିତ୍ର ହବୋକୁ ପଡ଼ିବ।
    ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 4:22-24
  • "ଯଦି କୌଣସି ପୁରୁଷ ଅନ୍ୟ ଏକ ପୁରୁଷ ସହିତ ସ୍ତ୍ରୀ ଲୋକ ପରି ୟୌନ ସଂପର୍କ ରେଖ, ତବେେ ସମାନେେ ଉଭୟେ ଅତି ଭୟଙ୍କର ପାପ କରିଛନ୍ତି। ସମାନେେ ମୃତ୍ଯୁଦଣ୍ଡ ପାଇବା ଉଚିତ୍। ସମାନେେ ସମାନଙ୍କେର ଅପରାଧ ବହନ କରିବେ।
    ଲେବୀୟ ପୁସ୍ତକ 20:13
  • ଅଥବା, ତୁମ୍ଭମାନେେ କ'ଣ ଜାଣ ନାହିଁ ଯେ ଯେଉଁ ଲୋକମାନେ ମନ୍ଦ କର୍ମ କରନ୍ତି, ସମାନେେ ପରମେଶ୍ବରଙ୍କ ରାଜ୍ଯର ଉତ୍ତରାଧକାରୀ ହବେେ ନାହିଁ। ନିଜକୁ ପ୍ରତାରଣା କର ନାହିଁ। ଯେଉଁମାନେ ୟୌନଗତ ପାପ କରନ୍ତି, ପୁଣି ମୂର୍ତ୍ତିପୂଜକ, ବ୍ଯଭିଚାରୀ, ସମଲିଙ୍ଗୀ, ସ୍ବାର୍ଥପର, ଚୋର, ମଦୁଆ, ପରନିନ୍ଦକ ଓ ଠକୁଆ, ସମାନେେ ପରମେଶ୍ବରଙ୍କ ରାଜ୍ଯର ଉତ୍ତରାଧିକାରୀ ହବେେ ନାହିଁ। ପୂର୍ବରୁ ତୁମ୍ଭମାନଙ୍କ ଭିତରୁ କେତକେ ଏହିପରି ଥିଲ। କିନ୍ତୁ ଏବେ ତୁମ୍ଭମାନଙ୍କ ପାପ ଧୌତ ହାଇେଛି। ତୁମ୍ଭମାନଙ୍କୁ ପବିତ୍ର କରାଯାଇଛି। ତୁମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ନାମ ରେ ଓ ଆମ୍ଭ ପରମେଶ୍ବରଙ୍କ ଆତ୍ମା ଦ୍ବାରା ଧାର୍ମିକ କରାଯାଇଛି।
    କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 6:9-11
  • ତୁମ୍ଭ ଭିତ ରେ କୌଣସି ୟୌନ-ପାପ, କୌଣସି ପ୍ରକାର ମନ୍ଦ କାମ, ଏବଂ ଲୋଭ ଆଦୌ ନ ରହୁ। କାରଣ ଏଗୁଡ଼ିକ ପରମେଶ୍ବରଙ୍କ ପବିତ୍ର ଲୋକମାନଙ୍କ ନିମନ୍ତେ ଉପୟୁକ୍ତ ନୁହେଁ।
    ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 5:3
  • ବିବାହକୁ ସବୁଲୋକଙ୍କ ଦ୍ବାରା ସମ୍ମାନ ମିଳିବା ଆବଶ୍ଯକ। ପ୍ରେତ୍ୟକକ ବିବାହକୁ କବଳେ ଦୁଇ ଜଣକ ଭିତ ରେ ନିର୍ଦ୍ଦିଷ୍ଟ ରଖିବା ଉଚିତ। ଯେଉଁମାନେ ୟୌନଗତ ପାପ ଓ ବ୍ଯଭିଚାର କରୁଛନ୍ତି ପରମେଶ୍ବର ସମାନଙ୍କେୁ ଦୋଷୀ ବୋଲି ବିଚାର କରିବେ।
    ଏବ୍ରୀମାନଙ୍କ ନିକଟକୁ ପତ୍ର 13:4