ସଇପତାନକୁ ପ୍ରତିରୋଧ କରିବା


  • ତେଣୁ ପଶ୍ଚିମ ଦିଗର ଲୋକମାନେ ସଦାପ୍ରଭୁଙ୍କ ନାମକୁ ଓ ପୂର୍ବଦିଗର ଲୋକମାନେ ସଦାପ୍ରଭୁଙ୍କର ମହିମାକୁ ଭୟ କରିବେ। କାରଣ ସଦାପ୍ରଭୁଙ୍କ ନିଃଶ୍ବାସ ରେ ଚାଳିତ ପ୍ରବଳ ଷୋର୍ତପରି ସେ ମାଡ଼ି ଆସିବେ।
    ଯିଶାଇୟ 59:19
  • ଯୀଶୁ ତାହାଙ୍କର ବାରଜଣ ଶିଷ୍ଯଙ୍କୁ ପାଖକୁ ଡକାଇଲେ। ସେ ଭୂତମାନଙ୍କୁ ତଡିଦବୋ ପାଇଁ ଓ ସବୁ ପ୍ରକାର ରୋଗ ଏବଂ ଅସୁସ୍ଥତା ଭଲ କରିଦବୋ ପାଇଁ ଶିଷ୍ଯମାନଙ୍କୁ ଶକ୍ତି ପ୍ରଦାନ କଲେ।
    ମାଥିଉଲିଖିତ ସୁସମାଚାର 10:1
  • ସ୍ବର୍ଗରାଜ୍ଯର ଚାବିଗୁଡ଼ିକ ମୁଁ ତୁମ୍ଭକୁ ଦବେି। ତେଣୁ ଏ ପୃଥିବୀ ରେ ଯେତବେେଳେ ତୁମ୍ଭେ ନ୍ଯାୟବିଗ୍ଭର କରିବ, ସହେି ନ୍ଯାୟ ବିଗ୍ଭର ପରମେଶ୍ବରଙ୍କର ନ୍ଯାୟ ବିଗ୍ଭର ହବେ। ଏ ପୃଥିବୀ ରେ ଯେତବେେଳେ ତୁମ୍ଭେ କ୍ଷମା ଦବେ, ସହେି କ୍ଷମା ପରମେଶ୍ବରଙ୍କର କ୍ଷମା ହବେ।"
    ମାଥିଉଲିଖିତ ସୁସମାଚାର 16:19
  • ଯୀଶୁ ପଛ ପଟକୁ ବୁଲି ଶିଷ୍ଯମାନଙ୍କ ଉପରେ ଦୃଷ୍ଟି ପକାଇଲେ ଏବଂ ପିତରଙ୍କୁ ସମାଲୋଚନା କରି କହିଲେ, "ଶୟତାନ, ମାଠାରୁେ ଦୂର ହୁଅ। ତୁମ୍ଭ ପରମେଶ୍ବରଙ୍କ ବିଚାର ଭଳି ବିଚାର କରୁନାହିଁ, ଲୋକମାନେ ଯେଉଁ ଭଳି ବିଗ୍ଭର କରୁଛନ୍ତି, ତୁମ୍ଭେ ସହେି ଭଳି ଭାବୁଛ।"
    ମାର୍କଲିଖିତ ସୁସମାଚାର 8:33
  • ଯୀଶୁ ବାରଜଣ ପ୍ ରରେିତଙ୍କୁ ଏକାଠି ଡାକିଲେ। ସେ ସମାନଙ୍କେୁ ଭୂତମାନଙ୍କ ଉପରେ କ୍ଷମତା ଓ ଅଧିକାର ପ୍ରଦାନ କଲେ। ସେ ପ୍ ରରେିତମାନଙ୍କୁ ରୋଗ ଭଲ କରିଦବୋ ପାଇଁ ମଧ୍ଯ ଶକ୍ତି ଦେଲେ।
    ଲୂକଲିଖିତ ସୁସମାଚାର 9:1
  • ଯେତବେେଳେ ବାସ୍ତରି ଜଣ ସମାନଙ୍କେ ଭ୍ରମଣରୁ ଫରେି ଆସିଲେ, ସମାନେେ ବହୁତ ଖୁସି ଥିଲେ। ସମାନେେ କହିଲେ, "ପ୍ରଭୁ, ଆମ୍ଭମାନେେ ଯେତବେେଳେ ଆପଣଙ୍କ ନାମ ନଇେ ଆଜ୍ଞା ଦଲେୁ, ସେତବେେଳେ ଏପରିକି ଭୂତମାନେ ମଧ୍ଯ ଆମ୍ଭମାନଙ୍କ କଥା ମାନିଲେ।
    ଲୂକଲିଖିତ ସୁସମାଚାର 10:17
  • ଶୁଣ! ସାପ ଓ କଙ୍କଡାବିଛାମାନଙ୍କୁ ପାଦତଳେ ଦଳି ଦବୋକୁ ମୁଁ ତୁମ୍ଭମାନଙ୍କୁ ଶକ୍ତି ଦଇେଛି। ମୁଁ ତୁମ୍ଭମାନଙ୍କ ଶତୃ ପାଖ ରେ ଥିବା ଶକ୍ତିଠାରୁ ଅଧିକ ଶକ୍ତି ଦଇେଛି। ତୁମ୍ଭମାନଙ୍କର କହେି କିଛି କ୍ଷତି କରି ପାରିବ ନାହିଁ।
    ଲୂକଲିଖିତ ସୁସମାଚାର 10:19
  • ଆମ୍ଭେ ଯେଉଁ ଅସ୍ତ୍ରଗୁଡ଼ିକ ସାହାୟ୍ଯ ରେ ସଂଗ୍ରାମ କରୁ ସଗେୁଡ଼ିକ ଜାଗତୀକ ଅସ୍ତ୍ରଶସ୍ତ୍ର ନୁହେଁ। ଆମ୍ଭର ଅସ୍ତ୍ରଶସ୍ତ୍ର ରେ ପରମେଶ୍ବରଙ୍କ ଶକ୍ତି ନିହିତ ଅଛି। ଏହି ଅସ୍ତ୍ରଶସ୍ତ୍ର ଗୁଡ଼ିକ ଶତୃର ଶକ୍ତିଶାଳୀ ସ୍ଥାନ ଗୁଡ଼ିକ ନଷ୍ଟ କରି ପା ରେ। ଏହି ଅସ୍ତ୍ରଶସ୍ତ୍ର ଗୁଡ଼ିକ ସାହାୟ୍ଯ ରେ ଆମ୍ଭେ ଲୋକଙ୍କ ସମସ୍ତ ୟୁକ୍ତି ଓ ପରମେଶ୍ବରଙ୍କ ଜ୍ଞାନ ବିରୁଦ୍ଧ ରେ ଉଠୁଥିବା ପ୍ରେତ୍ୟକକ ଗର୍ବର କଥା ଖଣ୍ଡନ କରୁ। ଆମ୍ଭେ ପ୍ରେତ୍ୟକକ ପ୍ରକାରର ଚିନ୍ତାଧାରାକୁ ଖ୍ରୀଷ୍ଟଙ୍କ ନିୟନ୍ତ୍ରଣାଧୀନ କରୁ ଓ ତାଙ୍କର ଆଜ୍ଞାକାରୀ ହବୋ ପାଇଁ ବାଧ୍ଯ କରୁ। ଆମ୍ଭେ ପ୍ରେତ୍ୟକକ ପ୍ରକାରର ଚିନ୍ତାଧାରାକୁ ଖ୍ରୀଷ୍ଟଙ୍କ ନିୟନ୍ତ୍ରଣାଧୀନ କରୁ ଓ ତାଙ୍କର ଆଜ୍ଞାକାରୀ ହବୋ ପାଇଁ ବାଧ୍ଯ କରୁ।
    କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 10:4, 5
  • ଦିନସାରା କୋରଧ କର ନାହିଁ। ତୁମ୍ଭକୁ ପରାସ୍ତ କରିବା ନିମନ୍ତେ ଶୟତାନକୁ ସୁଯୋଗ ଦିଅ ନାହିଁ।
    ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 4:27
  • ଏହି ପତ୍ର ସମାପ୍ତ କଲା ସମୟରେ ମୁଁ କୁ ହେ, ପ୍ରଭୁଙ୍କଠା ରେ ଓ ତାହାଙ୍କର ମହାନ ଶକ୍ତି ରେ ବଳବାନ ହୁଅ। ପରମେଶ୍ବରଙ୍କର ଆତ୍ମରକ୍ଷଣ ଅସ୍ତ୍ର ପିନ୍ଧ। ଏହା ପିନ୍ଧିବା ଦ୍ବାରା ତୁମ୍ଭେ ଶୟତାନର ମନ୍ଦ ଚତୁରତା ବିରୁଦ୍ଧ ରେ ସଂଘର୍ଷ କରି ପାରିବ।
    ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 6:10, 11
  • ପିଲାମାନେ !ତୁମ୍ଭମାନେେ ପରମେଶ୍ବରଙ୍କର ଅଟ। ସେଥିପାଇଁ ତୁମ୍ଭମାନେେ ସମାନଙ୍କେୁ (ଭଣ୍ଡ ଶିକ୍ଷକମାନଙ୍କୁ) ପରାସ୍ତ କରିଛ କାରଣ ତୁମ୍ଭ ମଧିଅରେ ଯେ ଅଛନ୍ତି, ସେ ଜାଗତିକ ଲୋକମାନଙ୍କଠା ରେ ଥିବା ଶୟତାନଠାରୁ ମଧ୍ଯ ମହାନ୍।
    ଯୋହନଙ୍କ ପ୍ରଥମ ପତ୍ର 4:4
  • ନିଜକୁ ସଂୟଜ କର ଓ ସାବଧାନ ରୁହ। ଶୟତାନ ହେଉଛି ତୁମ୍ଭର ଶତ୍ରୁ। ସେ ଗର୍ଜନ କରୁଥିବା ସିଂହ ଭଳି କାହାକୁ ମାରି ଖାଇବା ପାଇଁ ଚାରିଆଡ଼େ ଖାଜେି ବୁଲୁଛି। ଶୟତାନର ଅନୁସରଣ କର ନାହିଁ। ନିଜ ବିଶ୍ବାସ ରେ ଦୃଢ଼ ହାଇେ ରୁହ। ସମଗ୍ର ବିଶ୍ବ ରେ ସର୍ବତ୍ର ତୁମ୍ଭ ଭାଇ ଓ ଭଉଣୀମାନେ ସମାନ ଭାବରେ ତୁମ୍ଭ ଭଳି ଯାତନା ପାଉଛନ୍ତି, ଏ କଥା ତୁମ୍ଭେ ଜାଣ।
    ପିତରଙ୍କ ପ୍ରଥମ ପତ୍ 5:8, 9
  • ଶୟତାନ ଆରମ୍ଭରୁ ପାପ କରି ଆସୁଅଛି। ଯେଉଁ ଲୋକ ପାପ କରେ, ସେ ଶୟତାନର ଅଟେ। ତେଣୁ ଶୟତାନର ପାପ କାମକୁ ଧ୍ବଂସ କରିବା ପାଇଁ ପରମେଶ୍ବରଙ୍କର ପୁତ୍ର ଏହି ସଂସାରକୁ ଆସିଛନ୍ତି।
    ଯୋହନଙ୍କ ପ୍ରଥମ ପତ୍ର 3:8